-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ବୃଦ୍ଧି ଘୋଷଣାରେ  ମୁଖ୍ୟମନ୍ତ୍ରୀ  ଙ୍କୁ କୃତଜ୍ଞତା ଜଣାଇଲେ ଓଡିଶା ସାମ୍ବାଦିକ ସଂଘ ସୋନପୁର ଶାଖା

18-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):  କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା  ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ  ୫ ଲକ୍ଷ ଟଙ୍କାକୁ  ବୃଦ୍ଧି କରାଯିବା ବିଷୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ  ପଟ୍ଟନାୟକ  ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ

ପରିବାର ଉପକାର ପାଇବେ ବୋଲି ଆଜି ଜ଼ିଲ୍ଲା ଓ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ସୂଚନା ମିଳିଛି l   ରାଜ୍ୟ କାର୍ଯ୍ୟରତ ସାମ୍ବାଦିକ ଙ୍କ ସାମୁହିକ ସ୍ୱାର୍ଥ ପାଇଁ ୧୦  ଦଫା ସମ୍ବଳିତ  ଦାବିପତ୍ର କୁ ଗତ ବର୍ଷ  ମହାମହିମ ରାଜ୍ୟପାଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଓଡିଶା ସାମ୍ବାଦିକ ସଂଘ ସ୍ୱତନ୍ତ୍ର ପ୍ରତିନିଧି ଦଳ ପ୍ରଦାନ କରି ଥିଲେ ଏବଂ ଉକ୍ତ ଦିନ ରାଜ୍ୟରେ ପ୍ରଥମ ଥର ଏହି ସଂଘ ସମସ୍ତ ଜ଼ିଲ୍ଲାର ପ୍ରମୁଖ କର୍ମକର୍ତ୍ତାଙ୍କୁ ନେଇ ଭୁବନେଶ୍ୱର ରାଜରାସ୍ତାରେ ଧାରଣା ଦେଇଥିଲା l ପରେ ପରେ ମୟୁରଭଞ୍ଜ ଜ଼ିଲ୍ଲା ଓ ସୁବର୍ଣ୍ଣପୁର ଜ଼ିଲ୍ଲା ରେ 5 t ସଚିବଙ୍କୁ  ଭେଟି ଜ଼ିଲ୍ଲା ଶାଖା କର୍ମକର୍ତ୍ତା ମାନେ ଏହି ଦାବି କୁ ଦୋହରାଇ ଆଲୋଚନା କରିଥିଲେ l  ବହୁ ପୂର୍ବ ରୁ ସୁବର୍ଣ୍ଣପୁର ଶାଖା କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନବୀନ ନିବାସରେ ଦାବିପତ୍ର ଦେଇ ଆଲୋଚନା କରିଥିବା ଜଣାଯାଏ l ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା  ପାଇ ପାରିବେ। ଏ ଖବର ରେ ଆଜି ରାଜ୍ୟ ସାମ୍ବାଦିକ ମହଲ ରେ ଖୁସି ଲହରୀ

ଖେଳିଥିବା ବେଳେ ଓଡିଶା ସାମ୍ବାଦିକ ସଂଘ ସୋନପୁର ଶାଖା ପକ୍ଷ ରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ସଚିବ ଶ୍ରୀ ପାଣ୍ଡିଆନଙ୍କୁ ଗଭୀର କୃତ୍ୟଜ୍ଞତା ପ୍ରଦାନ କରାଯାଇଛି l ପୁନଶ୍ଚ ସାମ୍ବାଦିକଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟି ରୁ ଆଗାମୀ ଦିନ ରେ  ସାମ୍ବାଦିକ ଙ୍କ ପେନସନ ଯୋଜନା ଲାଗୁ କଲେ ଆମ ରାଜ୍ୟ ର ସେଇ ଯୁଗାନ୍ତକାରୀ ପଦକ୍ଷେପ ଇତିହାସ ହୋଇ ରହିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like