-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ

12-Dec-2020



(ପ୍ରେରଣା ଖବର) ସମ୍ବଲପୁର : ଆଜିର ତାରିଖରେ ବି ଲୋକଙ୍କ ପାଖରେ ସ୍ବାସ୍ଥ୍ୟ ସେବା କେତେ ଅପହଞ୍ଚ ତା’ର ପୁଣି ‌ଏକ ନମୁନା ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍‌ରେ। ବାଟରେ ପଡ଼ୁଥିବା ନଈ ଓ ଖରାପ ରାସ୍ତା ଯୋଗୁଁ ଆମ୍ବୁଲାନ୍‌ସ ପହଞ୍ଚି ପାରିଲାନି ଗର୍ଭ ଯନ୍ତ୍ରଣାରେ ଛଟପଟ ପ୍ରସୂତିଙ୍କ ନିକଟରେ। ଆମ୍ବୁଲାନ୍‌ସ କର୍ମଚାରୀ ନାଳ ଏପାଖରେ ଗାଡ଼ି ରଖି ଷ୍ଟ୍ରେଚର ଧରି ୨ କିଲୋମିଟର ବାଟ ଚାଲିଚାଲି ଯାଇ ପ୍ରସୂତିଙ୍କ ନିକଟରେ ପହଞ୍ଚିବା ବେଳକୁ ସେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇ ସାରିଥିଲେ। ଏଭଳି ଘଟଣା ଘଟିଛି ଗିରିଶ୍ଚନ୍ଦ୍ରପୁର ପଞ୍ଚାୟତ ବ୍ରାହ୍ମଣୀପାଲି ଗାଁରେ। ଉକ୍ତ ଗାଁର ସବିତା ନାୟକ (୨୪)ଙ୍କ ଗର୍ଭ ଯନ୍ତ୍ରଣା ଆରମ୍ଭ ହେବାରୁ ଶୁକ୍ରବାର ଦିନ ୨ଟା ବେଳେ ପରିବାର ଲୋକେ ଆମ୍ବୁଲାନ୍‌ସକୁ ଡାକିଥିଲେ। ତୁରନ୍ତ କିସିଣ୍ଡା ଅଞ୍ଚଳରେ ଥିବା ଏକ ୧୦୮ ଆମ୍ବୁଲାନ୍‌ସକୁ ଉକ୍ତ ଗାଁକୁ ପଠା ଯାଇଥିଲା। କିନ୍ତୁ ସବିତାଙ୍କ ଘରର ୨ କିଲୋମିଟର୍ ପୂର୍ବରୁ ବହି ଯାଇଥିବା ନଈ ନିକଟରେ ଆମ୍ବୁଲାନ୍‌ସ ଅଟକି ଯାଇଥିଲା ଆମ୍ବୁଲାନ୍‌ସରେ ଥିବା ଫାର୍ମାସିଷ୍ଟ କେଶବ ପ୍ରଧାନ, ଡ୍ରାଇଭର ଆର୍ତ ବେହେରା ଏବଂ ହେଲପର ନିଶାନ୍ତ ସାହୁ ଷ୍ଟ୍ରେଚର ନେଇ ନାଳ ପାରି ହେଇ ଚାଲିଚାଲି ଯାଇ ସବିତାଙ୍କ ଘରେ ପହଞ୍ଚିଥିଲେ। ସେତେବେ‌ଳକୁ ସବିତାଙ୍କ ପ୍ରସବ ହୋଇ ସାରିଥିଲା। ତେବେ କର୍ମଚାରୀ ମାନେ ପରିବାର ଲୋକଙ୍କ ସହାୟତାରେ ସବିତାଙ୍କୁ ବୋହି ଆଣି ନାଳ ପାରି ହୋଇ ଆମ୍ବୁଲାନ୍‌ସ‌ ନିକଟରେ ପହଞ୍ଚିଥିଲେ। ସେଠାରୁ ଆମ୍ବୁଲାନ୍‌ସରେ ଆସି ସଂଧ୍ୟା ୪ଟାରେ ସବିତାଙ୍କୁ ନାକଟିଦେଉଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ଆମ୍ବୁଲାନ୍‌ସ କର୍ମଚାରୀଙ୍କ ନିଷ୍ଠାକୁ ସମସ୍ତେ ପ୍ରଶଂସା କରୁଥିଲାବେଳେ ଏଭଳି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ, ଶିକ୍ଷା ଭଳି ମୌଳିକ ସେବା ପହଞ୍ଚାଇବା ଦିଗରେ ସରକାର ଆବଶ୍ୟକ ପଦକ୍ଷେପ ନିଅନ୍ତୁ ବୋଲି ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like