-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି କୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ପାଳନ - ପ୍ରବଳ ବର୍ଷା ରେ ବି ସାମିଲ ହେଲେ ୨୦ ରୁ ଅଧିକ ସଂଗଠନ

18-Jul-2023



କଣ୍ଟାବାଞ୍ଜି (ଆନନ୍ଦ ମୋଟେ ): କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି।  ଆଜି ସକାଳୁ ସକାଳୁ  ଦୋକାନ ଗୁଡିକୁ ପିକେଟିଂ କରିଥିଲେ । ଜିଲ୍ଲା ସଂଘର୍ଷ ସମିତିର ସଭାପତି ଶେଷଦେବ ପୁଟେଲଙ୍କ ନେତୃତ୍ୱରେ ଏହି ବନ୍ଦ ପାଳନ ରେ  ବୁଦ୍ଧିଜୀବୀ ଓ ଜିଲ୍ଲା ସଂଘର୍ଷ ସମିତିର ସଦସ୍ୟ,ରାଜନୈତିକ ଦଳ ର କର୍ଯ୍ୟକର୍ତା, ବିଭିନ୍ନ ସଂଗଠନ ର ନେତୃବୃନ୍ଦ ମାନେ ସାମିଲ ହୋଇ ସମର୍ଥନ କରୁଛନ୍ତି । ପୂର୍ବରୁ ମଧ୍ୟ ଜିଲ୍ଲା ଦାବି ପ୍ରସଙ୍ଗ କୁ ଜୋରଦାର ଆନ୍ଦୋଳନ କରାଯାଇଛି । ଆଜି ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚକାଜାମ କରାଯାଇଛି, ଦୋକାନ ବଜାର, ବସ୍ ଚଳାଚଳ, ଶିକ୍ଷା ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ଓ ବିଭିନ୍ନ ପ୍ରତିଷ୍ଠାନ କୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଛି । କଣ୍ଟାବାଞ୍ଜି ସହର କୁ ସଂଯୋଗ କରୁଥିବା ରାସ୍ତା କୁ ଅବରୋଧ କରିବା ଫଳରେ ଶହ ଶହ ଗାଡି ଅଟକି ରହିଛି । ଗାଡି ଚଳାଚଳ ବନ୍ଦ ଯୋଗୁଁ ଲୋକେ ବହୁ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି । ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜିର ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like