-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

5 T ସ୍କୁଲ ପାଇଁ ସରକାର ହେଉଛି ଟାଣି ଓ ଦେଖାଉଛି କେତେ ଠାଣି-- ଏପଟେ ପ୍ରାଥମିକ ସ୍କୁଲ ମାନଙ୍କରେ ଛାତ ରୁ ଗଳୁଛି ବର୍ଷା ପାଣି

19-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଅଞ୍ଚଳରେ ଗତ ଦୁଇ ଦିନ ଧରି ଲଘୁଚାପଜନିତ ବର୍ଷାରେ  ୧୬୫.୨ ମିମି ବର୍ଷା ହେଇଛି । ପ୍ରବଳ ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ହେଲେ ଏମିତି ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି ବିନିକା ଏନଏସି ଅନ୍ତର୍ଗତ ୧୨ ନଂ ୱାର୍ଡ ନୁଆଁପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ । ଦୀର୍ଘ ବର୍ଷ ହେଲା ଅବ୍ୟବସ୍ଥା ଘେରରେ ଏହି ବିଦ୍ୟାଳୟ ଚାଲିଛି । ଏବେ ୨ ଦିନ ହେଲା ଲଗାଣ ବର୍ଷା ଯୋଗୁଁ ଆଜି ଉକ୍ତ ସ୍କୁଲ ର ଆଜବେଷ୍ଟସ ଭାଙ୍ଗି ସ୍କୁଲ କୋଠରୀ ଭିତରେ ପାଣି ଭର୍ତି ହୋଇଛି । ଅଧିକ ଶ୍ରେଣୀ କୋଠରୀ ନଥିବାରୁ ଛାତ୍ର ଛାତ୍ରୀ ମାନେ ଇଟା ଉପରେ ବସି ପାଠ ପଢୁଛନ୍ତି । ଏଭଳି ସମସ୍ୟା କୁ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନଥିବାରୁ  ଅଭିଭାବକ ଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି । ରାଜ୍ୟ ସରକାର ଶିକ୍ଷା କୁ ଖୁବ ଗୁରୁତ୍ୱ ଦେଉଥିବା ବିଷୟ ଡିଣ୍ଡିମି ପିଟୁଥିବା ବେଳେ ଏଠି ବlସ୍ତବ ଚିତ୍ର କିନ୍ତୁ ପୁରା ଓଲଟା  । ଏହି ବିଦ୍ୟାଳୟ ରେ ଗୋଟିଏ ଶ୍ରେଣୀ କୋଠରୀ ଏବଂ ଆଉ ଗୋଟିଏ ପୁରୁଣା ଭଙ୍ଗା ଆଜବେଷ୍ଟସ କୋଠରୀ ରେ ଚାଲିଛି ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ  ୮୮ ଜଣ ଛାତ୍ର ଛାତ୍ରୀ ଅଧ୍ୟୟନ କରୁଛନ୍ତି । ଶ୍ରେଣୀ କୋଠରୀ ଅଭାବ ରୁ ଛାତ୍ର ଛାତ୍ରୀ ମାନଙ୍କୁ ବାରଣ୍ଡା ରେ ମଧ୍ୟ ପାଠ ପଢାଇବାକୁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବାଧ୍ୟ ହେଉଛନ୍ତି । ସେହିପରି ୨୦୦୮ ମସିହାରୁ ଆରମ୍ଭ ହୋଇଥିବା ରୋଷଇ ଘର ମଧ୍ୟ ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡି ରହି ଭିତ୍ତି ଭୂମି ର ଘୋର ଅଭାବ ଦେଖିବାକୁ ମିଳିଛି l  ସ୍କୁଲ ବାରଣ୍ଡା ରେ ଛାତ୍ର ଛାତ୍ରୀ ମାନଙ୍କୁ ନ ବସାଇ ବାକୁ ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରୁ ନିର୍ଦ୍ଧେଶ ହୋଇଥିବା ବେଳେ ଶ୍ରେଣୀ ଗୃହ ଅଭାବ ରୁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବାରଣ୍ଡା ରେ ବସାଇବାକୁ ବାଧ୍ୟ ହେଉଛନ୍ତି । ଏହି ସ୍କୁଲ ସମସ୍ୟା ନେଇ ଗ୍ରାମବାସୀ ବିଗତ ଦିନରେ ବହୁଥର ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣୀ ଶିବିର ରେ ଅଭିଯୋଗ କରିଛନ୍ତି । ଜିଲ୍ଲାପାଳ ଉପଯୁକ୍ତ ପଦକ୍ଷେପ ନେବାପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ନିର୍ଦ୍ଧେଶ ଦେଇଥିଲେ । ହେଲେ ଆଜି ପର୍ଯ୍ୟନ୍ତ ଜ଼ିଲ୍ଲାପାଳ ଙ୍କ ନିର୍ଦ୍ଧେଶ କୁ ବେଖାତିର କରିଛନ୍ତି ଶିକ୍ଷାଧିକାରୀ l ସେହିପରି ବିନିକା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀ ଙ୍କୁ ମଧ୍ୟ ସମସ୍ୟା ସମ୍ପର୍କରେ ଲିଖିତ ଅଭିଯୋଗ କରାଯାଇଛି । ସେପଟେ ସରକାର ଖାଲି ୫ -ଟି ସ୍କୁଲ ନାଁ ରେ ହାଇସ୍କୁଲ ଗୁଡିକ ରେ ରଙ୍ଗ ବୋଳି କୋଟି କୋଟି ଟଙ୍କା ଖର୍ଚ୍ଚ କରି କେତେ ଠାଣି ମାଣି ଦେଖାଉଥିବା ବେଳେ ଏପଟେ ପ୍ରାଥମିକ ବିଦ୍ୟାଳୟ ଗୁଡିକ ରେ ବର୍ଷା ପାଣି ଗଳୁଛି l ଯଦି ତୁରନ୍ତ ଏହି ସ୍କୁଲ ରେ ନୂତନ କୋଠରୀ ପାଇଁ ଅନୁଦାନ ଯୋଗାଇ ଦିଆନଯାଏ ତେବେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଗ୍ରାମବାସୀ ଚେତାବନି ଦେଇଛନ୍ତି । ଏସମ୍ପର୍କରେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଙ୍କୁ ପଚାରିବାରୁ ବିନିକା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ସହ ଆଲୋଚନା କରି ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like