-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

୭ଦିନ ହେଲା କଳାବ୍ୟାଜ ପିନ୍ଧି ପ୍ରତିବାଦ କରୁଛନ୍ତି କୃଷି କର୍ମଚାରୀ

19-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ): ୬ଦଫା ଦାବୀ ପୂରଣ ନେଇ କାର୍ଯ୍ୟରତ କୃଷି କର୍ମଚାରୀ ମାନେ ସ୍ଥାନୀୟ ବିନିକା କୃଷି କାର୍ଯ୍ୟାଳୟ ସମ୍ମୁଖରେ କଳାବ୍ୟାଜ ପିନ୍ଧି ପ୍ରତିବାଦ କରୁଛନ୍ତି।୭ଦିନ ବିତି ଯାଇଥିଲେ ମଧ୍ୟ ଦାବୀ ପୂରଣ ହୋଇପାରିନାହିଁ ।ପ୍ରତିବାଦ କରିବା ଆଉ ଦିନଟିଏ ବାକି ରହିଛି ।ଅର୍ଥାତ ୨୦ତାରିଖ ମଧ୍ୟରେ ଯଦି ଦାବୀ ଗୁଡ଼ିକ ପୂରଣ ନହୁଏ ତେବେ ଆସନ୍ତା ଅଗଷ୍ଟ ୧ତାରିଖ ଠାରୁ ସମୂହ ଛୁଟିରେ ରହିବା ସହ ରାସ୍ତାକୁ ଓହ୍ଲାଇବେ ବୋଲି କୃଷି କର୍ମଚାରୀ ମାନେ ଧମକ ଦେଇଛନ୍ତି।ସୂଚନା ଯୋଗ୍ୟ ଯେ ଗ୍ରାମ୍ୟ କୃଷି କର୍ମଚାରୀ ପଦବୀ ନାମ ପରିବର୍ତ୍ତନ କରି କୃଷି ସମ୍ପ୍ରସାରଣ ଅଧିକାରୀ କରିବା,ଗ୍ରେଡ ପେ ୨ହଜାରରୁ ୪ହଜାରକୁ ବୃଦ୍ଧି କରିବା,କାର୍ଯ୍ୟକାଳ ସମୟରେ ପଦୋନ୍ନତି,କ୍ୟାଡର ନିୟମର ପୁନର୍ଗଠନ,ଚୁକ୍ତିଭିତ୍ତିକ ବ୍ୟବସ୍ଥା ଉଠିବା ପରେ ୨୦୧୩ମସିହା ପୂର୍ବରୁ ନିଯୁକ୍ତି ପାଇଥିବା ଗ୍ରାମ୍ୟ କୃଷି କର୍ମଚାରୀଙ୍କୁ ୬ବର୍ଷ ମୂଳ ଚାକିରୀରେ ଗଣନା କରି ୬ଟି ଇନକ୍ରିମେଣ୍ଟ ପ୍ରଦାନ କରିବା ଏବଂ ପଞ୍ଚାୟତ ଓ ବ୍ଲକ ସ୍ତରର କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କୁ ଜମ୍ୟୁଟର,ମୋବାଇଲ ଚାର୍ଜ ଖର୍ଚ୍ଚ ଆଦି ଦାବୀ କରାଯାଇଛି ।ଗ୍ରାମ୍ୟ କୃଷି କର୍ମଚାରୀ ହେମନ୍ତ ଭୋଇ, ତରଣୀସେନ ଭୋଇ,ସର୍ଜନ ଆଡବାଙ୍କ,ରାଜେଶ ମିଶ୍ର,ଭାଗିରଥି ମାଝି,ଧରିତ୍ରୀ ମିଶ୍ର,ଶର୍ମିଷ୍ଠା କ୍ଷେତୀ ପ୍ରମୁଖ କଳାବ୍ୟାଜ ପିନ୍ଧି ପ୍ରତିବାଦରେ ସାମିଲ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like