-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ଜମିଦାର ସନତ କୁମାର ଗଡତୀୟାଙ୍କ ମାରାଥନ ଗସ୍ତ

19-Jul-2023



ବରଗଡ଼ : ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ୯ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଜନସମ୍ପର୍କ ଯାତ୍ରା ସହ କର୍ମୀ ସମ୍ମିଳନୀ ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲେଟ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ମଣ୍ଡଳ ସ୍ତରୀୟ ଜନସମ୍ପର୍କ ଅଭିଯାନ ସହ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜମିଦାର ସନତ କୁମାର ଗଡତୀୟାଙ୍କ ନେତୃତ୍ୱରେ ଏଇ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ଭାରତ ସରକାରଙ୍କ ନୀତି, ବିକାଶ ମୂଳକ ଯୋଜନା,ଭିତ୍ତିଭୂମି ନିର୍ମାଣ,ଶିକ୍ଷା,ସ୍ୱାସ୍ଥ୍ୟ,ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସହିତ ଓଡ଼ିଆ ଲୋକଙ୍କୁ ଜାତୀୟ ସ୍ତରରେ ସ୍ୱିକୃତି ପ୍ରଦାନକୁ ପ୍ରାଧାନ୍ୟ ଦେଉଛନ୍ତି।ବିଗତ ୯ବର୍ଷ ଶାସନ କାଳରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ,କର୍ତ୍ତବ୍ୟ ପ୍ରତି ଅବିଚଳିତ,ପ୍ରତିବଦ୍ଧତା ଦେଶର ବିକାଶକୁ ନୂଆ ପରିଭାଷା ଦେଇଛି।ପୁଣି ଦେଶରେ ସେବା, ସୁଶାସନ,ଐତିହ୍ୟ ଏବଂ ବିକାଶ ତଥା ଗରିବ କଲ୍ୟାଣର ଏକ ଧାରା ପ୍ରବାହିତ ହୋଇଛି ବୋଲି ବରିଷ୍ଠ ନେତା ଶ୍ରୀ ଗଡତୀୟା ଏଇ କର୍ମୀ ସମ୍ମିଳନୀରେ ଉଦବୋଧନ ଦେବା ସହ ଜନସମର୍ଥନ ଲୋଡିଥିଲେ।ଗାଇସିଲେଟ ମଣ୍ଡଳ ସଭାପତି

ଆନନ୍ଦ ମାରି,ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ,ଜିଲ୍ଲା ଉପସଭାପତି ପ୍ରବୀଣ ପାଣିଗ୍ରାହୀ,ପୂର୍ବତନ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ମଦନ ଦୀପ ପ୍ରମୁଖ ଉଦବୋଧନ ଦେଇଥିଲେ।ଏହି କର୍ମୀ ସମ୍ମିଳନୀକୁ ସାଂସଦ ପ୍ରତିନିଧି ମହେଶ ଦେବତା ସଭାରେ ସଂଯୋଜନା କରିଥିବାବେଳେ,ଶେଷରେ ଶିଶୁପାଳ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like