-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ସୋନପୁର ସହରର ବଡବଜାର ଅଞ୍ଚଳରେ ସ୍ୱତଃ ଏନକ୍ରୋଚମେଣ୍ଟ ହଟାଇଲେ ସ୍ଥାନୀୟ ବାସିନ୍ଦା

19-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଗତ ୧୪ ତାରିଖ ସକାଳେ ସୋନପୁର ସହର ର ବିଭିନ୍ନ ୱାର୍ଡ ପରିଦର୍ଶନ କରି ସହର ର ଡ୍ରେନେଜ,ପରିମଳ ତଥା ପିଇବା ପାଣି ବ୍ୟବସ୍ଥାର ସରଜମିନ ନିରୀକ୍ଷଣ କରି ସ୍ଥିତି ର ତୁରନ୍ତ ବ୍ୟବସ୍ଥିତ ପଦକ୍ଷେପ ନେବାକୁ ପୌର ନିର୍ବାହୀ ଅଧିକାରୀ ସୋନପୁରଙ୍କୁ ନିର୍ଦେଶ ଦେଇଥିଲେ l ନିର୍ବାହୀ ଅଧିକାରୀ ପୌରପରିଷଦ ବଡବଜାର ଅଞ୍ଚଳର

ମୁଖ୍ୟ ରାସ୍ତା ର ଡ୍ରେନ ଉପରେ ଅଥବା ରାସ୍ତାରେ ଏନକ୍ରୋଚ କରିଥିବା ଘର, ବାଡ଼, ତଥା ସିମେଣ୍ଟ ଢାଙ୍କୁଣୀ ପୂର୍ବକ ଜବରଦଖଲ କରିଥିଲେ ସେମାନଙ୍କୁ ଜବରଦଖଲ ହଟାଇବାକୁ ନୋଟିସ କରାଯାଇଥିଲା l ଗୃହ ମାଳିକ ମାନେ ରାସ୍ତା, ଡ୍ରେନ ତଥା ପରିମଳ ବ୍ୟବସ୍ଥା ର ବାସ୍ତବିକତାକୁ ଅନୁଭବ କରି ଜବରଦଖଲ କୁ ସ୍ୱତଃ ମୁକ୍ତ କରିଦେଇଛନ୍ତି l ସ୍ଥାନୀୟ ଅଞ୍ଚଳ ର ଜନସାଧାରଣ ତଥା ଗୃହ ଓ ଦୋକାନ ମାଳିକ ଙ୍କ ଦ୍ୱାରା ସ୍ୱତଃ ଜବରଦଖଲ ହଟାଇ ଅଞ୍ଚଳରେ ଏକ ସୁସ୍ଥ ଓ ସ୍ୱାସ୍ଥ୍ୟକର ପରିବେଶ ପାଇଁ ପ୍ରଶାସନ କୁ ସହଯୋଗର ହାତ

ବଢ଼ାଇଥିବାରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ରାୟ ଅଂଚଳ ଅଧିବାସୀ ଙ୍କୁ ସାଧୁବାଦ ଜଣାଇଛନ୍ତି l ପୁନଶ୍ଚ ସହରର ଅନ୍ୟ ୱାର୍ଡ ଗୁଡିକରେ ମଧ୍ୟ ଏତାଦୃଶ କାର୍ଯ୍ୟ ନିମନ୍ତେ ଜନସାଧାରଣ ସ୍ୱତଃ ଆଗେଇ ଆସି ଏକ ସ୍ୱଚ୍ଛ ସୁନ୍ଦର ସହର ଗଠନ ରେ ଭାଗିଦାର ହେବାକୁ ପ୍ରଶାସନ ତରଫରୁ ଆହ୍ୱାନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like