-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଜିଲ୍ଲା

ସୋନପୁର କଲେଜ ର ପୁରାତନ ଓ କଲେଜ ଛାତ୍ର ଛାତ୍ରୀ ଏସପି ଙ୍କୁ ସାକ୍ଷାତ କଲେ ଓ ୧୦୦୦ ୟୁନିଟ ରକ୍ତ ସଂଗ୍ରହ ପାଇଁ ଦୃଢ଼ ସଂକଳ୍ପ ନେଲେ

19-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଜିଲ୍ଲାର ମୋ ସରକାର ଆମ ପୋଲିସ ମାଧ୍ୟମ ରେ ଆଗାମୀ ଅଗଷ୍ଟ ଚାରି ତାରିଖ ଦିନ ହେବାକୁ ଥିବା ବିଶାଳ ରକ୍ତ ଦାନ ଶିବିର ଆୟୋଜନ କରିବା ସକାଶେ ସୋନପୁର କଲେଜ ର ପୁରାତନ ଛାତ୍ର ଛାତ୍ରୀ ଓ ନୂତନ ଛାତ୍ର ଛାତ୍ରୀ ଙ୍କୁ କିପରି ସାମିଲ କରାଯାଇ ୧୦୦୦ ରୁ ଉର୍ଦ୍ଧ ରକ୍ତ ଦାତା ଏ କାର୍ଯ୍ୟକ୍ରମ ରେ ସାମିଲ ହେବେ ସେଥି ପାଇଁ ଆଜି ସୋନପୁର କଲେଜ ର ପୂର୍ବତନ ସଭାପତି ଅଭିଷେକ ଶର୍ମା ଓ ଚନ୍ଦନ ବେହେରା ଙ୍କ ନେତୃତ୍ବରେ ଏକ ଛାତ୍ର ସଂଗଠନ ଏସପି ଅମରେଶ ପଣ୍ଡା ଙ୍କ ସହିତ ଆଲୋଚନା କରିଛନ୍ତି l ଏବଂ ନୂତନ ପୁରlତନ ଛାତ୍ର ଛାତ୍ରୀ ଙ୍କ ସହ ସହର ତଥା ଜ଼ିଲ୍ଲା ର ସମସ୍ତ ସ୍ବେଛାସେବୀ ଓ ବୁଦ୍ଧିଜୀବୀ ଙ୍କୁ ଏଥିରେ କେମିତି ଅଧିକରୁ ଅଧିକ ସାମିଲ କରାଇ ଜ଼ିଲ୍ଲା ପୋଲିସ ର ଏଇ ବିଶାଳ ରକ୍ତ ଦାନ ଶିବିର କୁ ସଫଳ କରାଯିବ ସେ ନେଇ ଦୃଢ଼ ପ୍ରତିଶୁତି ଦେଇଥିଲେ l ଓ ରାଜ୍ୟ ରେ ରକ୍ତ ଦାନ କ୍ଷେତ୍ର ରେ ଆମ ସୁବର୍ଣ୍ଣପୁର ଜ଼ିଲ୍ଲା ଗୌରବ ବଢ଼ାଇବାକୁ ସଂକଳ୍ପ ନେଇଥିଲେ l ସହର ତଥା ଜ଼ିଲ୍ଲା ର ସମସ୍ତ ସ୍ବେଛାସେବୀ ଙ୍କୁ ନେଇ ଖୁବ ଶୀଘ୍ର ସଦର ଥାନାରେ ଏକ ଚୂଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like