-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଫାର୍ମର ପ୍ରଡ୍ୟୁସର କମ୍ପାନୀ ର ବିହନ ବ୍ୟବସାୟ ଏକ ବର୍ଷ ପୂର୍ତି ଅବସର ରେ ବିହନ ମନ୍ଥନ କାର୍ଯ୍ୟକ୍ରମ ଅନୁଷ୍ଠିତ

19-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ପଞ୍ଚାୟତ ସଭା ଗୃହରେ, ଲୋଇସିଂହା ଓମେନ୍ ଫାର୍ମର ପ୍ରଡ୍ୟୁସର କମ୍ପାନୀ ତରଫରୁ ଏକ ଦିବସୀୟ ବିହନ ମନ୍ଥନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା I ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଶ୍ରୀମତୀ ମଧୁଶ୍ମୀତା ବିଶ୍ୱାଳ (ଓଡିଶା ଜୀଵିକା ମିଶନ) ଏବଂ ସମ୍ମାନିତ ଅତିଥି ରୂପେ ଶ୍ରୀମତୀ ବନିତା ମେହେର (ଝାରମୁଣ୍ଡା ସରପଞ୍ଚ), ଶ୍ରୀଯୁକ୍ତ ବାଲକୃଷ୍ଣ ଧରୁଆ (ଏମଆଇପି ଅଧ୍ୟକ୍ଷ),  ଶ୍ରୀଯୁକ୍ତ ଦେବୀ ପ୍ରସାଦ ମହାପାତ୍ର (IRRI), ଶ୍ରୀଯୁକ୍ତ ଦିଲୀପ ରାଉତ (IRRI), ଶ୍ରୀ ବିଶ୍ଵରଞ୍ଜନ ସାହୁ (IRRI), ଶ୍ରୀମତି ମମତା ପାଣ୍ତେ (ADWFSPCL) ଯୋଗଦେଇଥିଲେ I ଲୋଇସିଂହା ଓମେନ୍ ଫାର୍ମର ପ୍ରଡ୍ୟୁସର କମ୍ପାନୀ ର ଉପାଧ୍ୟକ୍ଷା ଶ୍ରୀମତୀ ଜୁଲି ପ୍ରଧାନ ,ସୁମନ୍ତ ବିଶ୍ୱାଲ (LWFSPCL), ଉକ୍ତ କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ I ଏହି କାର୍ଯ୍ୟକ୍ରମରେ ଲୋଇସିଂହା ଅନ୍ତର୍ଗତ ୧୨ ଗୋଟି ପଞ୍ଚାୟତର ଚାଷୀ ଯୋଗଦେଇ କାର୍ଯ୍ୟକ୍ରମର ଉଦେଶ୍ୟ ଯାହା ଉତ୍ତମ ଗୁଣ ମାନର ବିହନ ର ଉତ୍ପାଦନ କରି, ଅଭାବୀ ଧାନ ବିକ୍ରି କୁ ବିହନରେ ପରିଣତ କରିବା, ଚାଷୀଙ୍କୁ ନୂତନ ଜ୍ଞାନ କୌଶଳ ବିଷୟରେ ସୂଚନା, ସରକାରୀ ସୁବିଧା ସୁଯୋଗକୁ ଚାଷୀଙ୍କୁ ଅବଗତ କରାଇବା ଇତ୍ୟାଦି ବିଷୟ ପ୍ରତି ଦୃଷ୍ଟିପାତ କରାଯାଇଥିଲା I

ଫାର୍ମର ପ୍ରଡ୍ୟୁସର କମ୍ପାନୀ ମାଧ୍ୟମରେ ଏହି ବ୍ୟବସାୟ ରେ ମହିଳା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ ଓ ଏହା ଆଗାମୀ ଦିନ ରେ ମହିଳା ଚାଷୀ ମାନଙ୍କ ଜିବୀକା କୁ ସୁଦୃଢ କରିବାର ଏକ ବୈପବ୍ଳିକ ପଦକ୍ଷେପ ବୋଲି IRRI ର ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଦିଲୀପ୍ କୁମାର ରାଉତ୍ ସମସ୍ତ ଙ୍କୁ ଅବଗତ କରାଇଥିଲେ l ସୂଚନା ଯୋଗ୍ୟ ଯେ ଆଗାମୀ ଖରିଫ ୨୦୨୩ରୁ ୯୧ ଜଣ ମହିଳା ଚାଷୀଙ୍କୁ ନେଇ ୨୫୦୦ କ୍ୱିଣ୍ଟାଲ ଉତ୍ପାଦନ କରିବାର ମହିଳା ଚାଷୀ ସଂଗଠନ ଲକ୍ଷ ରଖିଛି I ମହିଳା ଚାଷୀ ସଂଗଠନ ଠିକ ସମୟରେ ଚାଷୀମାନଙ୍କୁ ଧାନ ବିହନ, ରାସାୟନିକ ସାର, ଆଧୁନିକ ଏବଂ ବୈଜ୍ଞାନିକ ଚାଷ ପ୍ରଣାଳୀ, ରୋଗ ପୋକ ନିୟନ୍ତ୍ରଣ କରିବାର ତାଲିମ ଇତ୍ୟାଦିକୁ ସର୍ଭିସ ମାଧ୍ୟମରେ ଯୋଗାଇ ଦିଆଯାଉଛି ବୋଲି କାର୍ଯ୍ୟକ୍ରମ କୁ ସଂଚାଳନ କରୁଥିବା  ମୋହସୀନ ଖାଁ (ଏସେସ ଲାଇଭଲିହୁଡ୍ସ) ଦର୍ଶାଇ ଥିଲେ l ଏହାସହ ଉକ୍ତ କାର୍ଯ୍ୟକ୍ରମ ରେ ଚାଷୀ ଏବଂ ଚାଷୀ କମ୍ପାନୀ ମଧ୍ୟରେ ଥିବା ବିଭିନ୍ନ ଦ୍ଵନ୍ଦ ଓ ପ୍ରଶ୍ନ କୁ ଆପୋଷ ଆଲୋଚନା କରାଯାଇ ଉତ୍ତର ଦିଆଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026

You Might Also Like