-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଅପରାଧ

ଦୁର୍ବୃତ୍ତଙ୍କ ଆକ୍ରମଣରେ ଖଜୁରୀପଡ଼ା ଯନ୍ତ୍ରୀ ଗୁରୁତର ଆହତ

19-Jul-2023



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଳକର ଯତ୍ନୀ ରବୀନାରାୟଣ ଲେଙ୍କା ଦୁର୍ବୃତ୍ତଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଛନ୍ତି ।ଇଞ୍ଜିନିୟର ଶ୍ରୀ ଲେଙ୍କା ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ ସେହି ଅଞ୍ଚଳର ରଞ୍ଜିତ ସାଶମଲ ନାମକ ଜଣେ ଯୁବକ ଅତର୍କିତ ପଥର ମାଡ କରିବାରୁ ତାଙ୍କର ମୁଣ୍ଡ ଫାଟି ଯାଇ ପ୍ରବଳ ରକ୍ତ ବାହାରିଥିଲା | ଏହି ସମୟରେ ତାଙ୍କ ଅଫିସ କର୍ମଚାରୀ ମାନେ ତୁରନ୍ତ ଡାକ୍ତରଖାନା ନେଇ ଭର୍ତ୍ତି କରାଇ ଥିଲେ । ବ୍ଳକ ଅଧ୍ଯକ୍ଷା ଅନୀମା କହଁର, ବିଡ଼ିଓ ସହକାରୀ ଯନ୍ତ୍ରୀ ପ୍ରମୁଖ ଡାକ୍ତରଖାନା ଯାଇ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ I ତେବେ ଦୁର୍ବୃତ୍ତ ଜଣଙ୍କ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା I ଯାହା ସୂଚନା ରହିଛି ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ତାର ନାଁ ନଥିବା ରୁ ସେ ଏହି ଆକ୍ରମଣ କରିଥିବା ଶୁଣିବାକୁ ମିଳିଛି I ଗତ ଦୁଇଦିନ ପୂର୍ବରୁ ସେ ଯତ୍ନୀ ଲେଙ୍କାଙ୍କୁ ଧମକ ଦେଇଥିବା ବେଳେ ଆଜି ଆକ୍ରମଣ କରିଥିଲା I ପୋଲିସ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ବ୍ଲକ୍ କର୍ମଚାରୀ ମାନେ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like