-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଆଣ୍ଠୁଏ ପାଣି : ବିଡିଓଙ୍କୁ ଅଟକାଇଲେ ମହିଳା

19-Jul-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ଦିନ ବ୍ରାହ୍ମଣପାଦ ମହିଳା ପଞ୍ଚାୟତ ପରିଦର୍ଶନରେ ଯାଇଥିବା ବିଡ଼ିଓ ହୃଦୟ ରଞ୍ଜନ ସାହୁଙ୍କ ଗାଡ଼ିକୁ କିଛି ମହିଳା ଅଟକାଇ ଥିଲେ। ଏହି ଘଟଣାରେ ବିଡ଼ିଓ ଶ୍ରୀ ସାହୁ ତୁରନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯୋଗାଯୋଗ କରିବା ସହ ରାସ୍ତା ମରାମତି କରିବା ପାଇଁ ଅବଗତ କରିଥିଲେ। ଆସନ୍ତା ୧୫ ଦିନ ଭିତରେ ଟେଣ୍ଡର ବାହାର କରାଯିବା ସହ ରାସ୍ତା ମରାମତି କରାଯିବ ବୋଲି ପ୍ରତିଶୃତି ମିଳିବା ପରେ ମହିଳା ମାନେ ବିଡ଼ିଓଙ୍କ ଗାଡ଼ିକୁ ଛାଡିଥିବା ଜଣାପଡ଼ିଛି। ଚକାପାଦ ଠାରୁ ଅଚ୍ଛାଙ୍ଗି ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରାୟ ୧୨ କିମି ରାସ୍ତା ରହିଥବା ବେଳେ ଏହାର ଅବସ୍ଥା ମଧ୍ୟ ଶୋଚନୀୟ ହୋଇ ପଡ଼ିଛି। ଗ୍ରାମବାସୀ ମାନେ ବାରମ୍ବାର ଅଭିଯୋଗ କରିବା ପରେ ଚକାପାଦ ଠାରୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ର ଯାଏଁ ମାତ୍ର ୩ କିମି ରାସ୍ତା ମରାମତି କରାଯିବା ପରେ ଆଉ ଆଗକୁ ମରାମତି ହୋଇନାହିଁ । ଫଳରେ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରାସ୍ତା ଖାଲଖମା ରହିଥ‌ିବା ବେଳେ ସାମାନ୍ୟ ବର୍ଷା ହେଲେ ଆଣ୍ଠୁଏ ଲେଖାଏଁ ଜଳ ଜମି ରହୁଥ‌ିବା ନେଇ ଗ୍ରାମର ଲକ୍ଷ୍ମୀ ପୃଷ୍ଟି,ଦମୟନ୍ତୀ ବେହେରା, ରିତାଞ୍ଜଳି ବେହେରା, ସୁଷମା ସାହୁ,ରମେଶ ସାହୁ ,ଓ ହିମାଞ୍ଚଳ ସାହୁ ବିଡ଼ିଓଙ୍କୁ ପୁଣି ଅବଗତ କରାଇଥିଲେ।ଏହି ଘଟଣା ପରେ ବିଡ଼ିଓ ଗ୍ରାମର ଅନ୍ୟ ସମସ୍ୟା ସମେତ ମା, ପିତାବଳି ମନ୍ଦିର, ଗ୍ରାମ୍ୟ ପୋଖରୀ ,ବିରୁପାକ୍ଷ ଉଚ୍ଚବିଦ୍ୟାଳୟ ପରିଦର୍ଶନ ସହ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ହେମକେଶ ମଳିକ ଓ ବ୍ଲକ୍ ଉପାଧ୍ୟକ୍ଷ ସୋମନାଥ ବେହେରା ସହ ମିଶି ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କ ରେ ମଧ୍ୟ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like