-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡ଼ି ନେଲା ବୃଦ୍ଧଙ୍କ ଜୀବନ

20-Jul-2023



ନୂଆପଡା(ଡୋଲେଶ୍ୱର ବାଗ )- କାଳ ସାଜିଛି ବିଜୁ ଏକ୍ସପ୍ରେସ ୱେ ,କେତେବେଳେ ଅଜଣା ଗାଡ଼ି ତ ଆଉ କେତେବେଳେ ନିଜ ଗାଡ଼ି ପୁଣି କେତେବେଳେ ବାଡ଼ା ବାଡ଼ି ହୋଇଯାଉଛନ୍ତି ଅନେକ ଗାଡ଼ି  l ଫଳରେ ମୂଲ୍ୟବାନ ଜୀବନ ହରାଇବାକୁ ପଡୁଛି ।କେତେବେଳେ ଜୀବନ ଯାଉଛି ତ ପୁଣି କେତେବେଳେ ଦୁର୍ଘଟଣାରେ ବିକଳାଙ୍ଗ ହେବାକୁ ବାଧ୍ୟ କରୁଛି କାଳ ।କଳାହାଣ୍ଡି ଓ ନୂଆପଡା ଜିଲ୍ଲାକୁ ସଂଯୋଗ କରୁଥିବା ଏହି ରାସ୍ତାକୁ ରାସ୍ତା ପାର୍ଶ୍ଵମାନଙ୍କରେ ଥିବା ମଦ ଭାଟି ଗୁଡ଼ିକ ରାସ୍ତାର ସୋନ୍ଦର୍ଯ୍ୟ ବଢ଼ାଇଛି ନା ବିପଦକୁ ଆମନ୍ତ୍ରଣ କରିବାରେ ସହାୟକ ହେଉଛି ।ବୁଝିବା ଭାରି କଷ୍ଟ । ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା ଘଟେ ।କିଏ ଅଳ୍ପକେ ବର୍ତ୍ତୁଛି ତ ଆଉ କିଏ ମୃତ୍ୟୁ ତାଲିକାରେ ନାମ ଲେଖାଇବାକୁ ବାଧ୍ୟ ହେଉଛି ।ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି ବୋଡ଼େନ ବ୍ଲକ ଜାମଗାଁ ର ଜଗବନ୍ଧୁ ନାଗଙ୍କ ସହିତ । ନିତିଦିନ ଭଳି ସେ ଛତା ଧରି ରାସ୍ତାର ଅନ୍ୟ ପାର୍ଶ୍ୱକୁ ଶୌଚ ପାଇଁ ଯିବା ସମୟରେ ପଛ ପଟୁ ଦୃତ ବେଗରେ ଆସୁଥିବା ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ଜଗବନ୍ଧୁ ଛିଟିକି ପଡ଼ିଲେ ହେଲେ ସେ ଆଉ ଉଠିଲେ ନାହିଁ, ସବୁଦିନ ପାଇଁ ଚାଲିଗଲେ ଆରପାରିକୁ । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଗଲା । ସୂଚନା ପାଇବା କ୍ଷଣି ବୋଡ଼େନ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶଵ ବ୍ଯବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like