-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଡ. ଜୟକୃଷ୍ଣ ଦାସ ଶର୍ମା ଏବଂ ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କ ବିୟୋଗରେ ବ୍ରାହ୍ମଣ ମହାସଭା ତରଫରୁ ଶୋକ ସଭା

20-Jul-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ଏବଂ ସଂସ୍କୃତ ପରିଷଦ ପକ୍ଷରୁ ବଲାଙ୍ଗିର ନୃସିଂହ ମନ୍ଦିରରେ ଡ.ଜୟକୃଷ୍ଣ ଦାସ ଶର୍ମା ଏବଂ ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ବ୍ରାହ୍ମଣ ମହାସଭା ସଭାପତି ଧନଞ୍ଜୟ ମିଶ୍ର ଅଧ୍ୟକ୍ଷତା କରୁଥିବା ବେଳେ ସଂସ୍କୃତ ପରିଷଦ ସଭାପତି ଏବଂ ବ୍ରାହ୍ମଣ ମହାସଭା ଅଧ୍ୟକ୍ଷ ନୀଳମଣି ମିଶ୍ର ଏବଂ ସତ୍ୟବନ୍ତ ବେଦବାକ୍ , ସଂପାଦକ ଆଇନଜିବୀ ଜୟରାମ ମିଶ୍ର, କୋଷାଧ୍ୟକ୍ଷ ପର୍ଶୁରାମ ନାୟକ, ଉପସଭାପତି ଗୋପବନ୍ଧୁ ପୁରୋହିତ, ଯୁଗ୍ମ ସଂପାଦକ ଶୁଭେନ୍ଦ୍ର ନେପାକ, ପର୍ଶୁରାମ ବାହିନୀ ମୁଖ୍ୟ ମଦନ ମୋହନ ରଥ, ଶକ୍ତି ବାହିନୀ ମୁଖ୍ୟ କସ୍ତୁରୀ ରଥ, ଆଲ୍ଲାଦ ପୁଜାରୀ, ଗିରିଜା ଶଙ୍କର ରଥ, ରାଜ କିଶୋର ପଣ୍ଡା, ରଘୁନାଥ ମିଶ୍ର ପ୍ରଭୃତି ଉଭୟ ଦିବଂଗତ ଆତ୍ମାର ସଦ୍‌ଗତି ଉପରେ ସ୍ମୃତି ଚାରଣ କରିଥିଲେ । ସ୍ୱର୍ଗତ ଦାସଶର୍ମା ରାଜ୍ୟ ବ୍ରାହ୍ମଣ ମହାସଭାର ସଭାପତି ତଥା ସର୍ବଭାରତୀୟ ବ୍ରାହ୍ମଣ ମହାସଭାର ଉପ-ସଭାପତି ଥିଲେ ଏବଂ ବ୍ରାହ୍ମଣ ମହାସଭା ତଥା ସମାଜ ପ୍ରତି ଗଭିର ଅବଦାନ ଥିବା ବେଳେ ଶ୍ରୀ ଉଦ୍‌ଗାତା ଜ୍ୟୋତିଷ ବିଷାରଦ୍ ଏବଂ ଅନେକ ଅନୁଷ୍ଠାନରୁ ସମ୍ମାନିତ ହୋଇଥିଲେ । ଉଭୟଙ୍କର ବ୍ରାହ୍ମଣ ମହାସଭା ଜିଲ୍ଲା ସଂସ୍କୃତି ପରିଷଦ ସକ୍ରିୟ ସହଯୋଗ ଥିବା ବକ୍ତାମାନେ ସ୍ମୃତି ଚାରଣ କରିଥିଲେ । ଉକ୍ତ ସଭାରେ ନାରାୟଣ ମିଶ୍ର, ବନମାଲି ନନ୍ଦ, ସଂକିର୍ତ୍ତନ ତ୍ରିପାଠି, ନିହାରିକା ମିଶ୍ର, ବାଞ୍ଛନିଧି ମିଶ୍ର, ବିଶ୍ୱନାଥ ଶତପଥି, ଜଗଦିଶ ପ୍ରସାଦ ନାଥ, ଜିବନ କୁମାର ତ୍ରିପାଠି, ଶିତାଂଶୁ ଶେଖର ନାୟକ, ଦାମୋଦର ଓତା, ପୂର୍ବତନ ବ୍ରାହ୍ମଣ ମହାସଭାର ସଭାପତି ବ୍ରହ୍ମଶ୍ରୀ ଗିରିଧାରୀ ଶତପଥି ଏବଂ ପ୍ରଭୁଦତ୍ତ ଶତପଥି ଉପସ୍ଥିତ ଥିଲେ ।  ଲୋଇସିଂହା ବ୍ରାହ୍ମଣ ମହାସଭାର ବରିଷ୍ଠ ସଭ୍ୟ ଧରମସିଂ ମିଶ୍ର ଏବଂ ଟିଟିଲାଗଡ ବ୍ରାହ୍ମଣ ମହାସଭା ତରଫରୁ ଶୋକ ବାର୍ତ୍ତା ଆତ୍ମାର ସଦ୍‌ଗତି ପାଇଁ ପଠାଇଥିଲେ ଏବଂ ସଭାପତି ଧନଞ୍ଜୟ ମିଶ୍ର ସମସ୍ତଙ୍କ ସମନାରେ ପଢି ଅବଗତ କରାଇଥିଲେ ଓ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like