-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଡି.ଏ.ଭି କଳିଙ୍ଗ ନଗରରେ ମେଧାବୀ ସମ୍ବର୍ଦ୍ଧନା

20-Jul-2023



ଭୁବନେଶ୍ୱର – ଡି.ଏ.ଭି କଳିଙ୍ଗ ନଗର ପରିସରରେ ଶିକ୍ଷାବର୍ଷ ୨୦୨୨-୨୩ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବରେ ପୁରସ୍କୃତ କରାଯାଇଛି । ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବାର ଲକ୍ଷ୍ୟ ନେଇ ଆୟୋଜିତ ଏହି ବର୍ଣ୍ଣାଢ୍ୟ ଉତ୍ସବରେ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଯଶୋବନ୍ତ ଜେନା ଯୋଗ ଦେଇ ପରୀକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ଓ ଫଳକ ପ୍ରଦାନ କରି ଏହି ସଫଳତାକୁ ଜୀବନର ଏକ ଅଂଶ ଭାବେ ଗ୍ରହଣ କରି ଆଗକୁ ବଢିବା ପାଇଁ ପରାମର୍ଶ ଦେଇଥିଲେ । ଉତ୍ସବରେ ବିଦ୍ୟାଳୟର ଚେୟାରମ୍ୟାନ୍ ଶ୍ରୀଯୁକ୍ତ ମଦନ ମୋହନ ପଣ୍ଡା, ଡି.ଏ.ଭି ଆଞ୍ଚଳିକ ଅନୁଷ୍ଠାନର ସହ ନିର୍ଦ୍ଦେଶିକା ତଥା ଡି.ଏ.ଭି ଚନ୍ଦ୍ରଶେଖରପୁରର ଅଧ୍ୟକ୍ଷା ଡ. ସୁଜାତା ସାହୁ,  ବିଦ୍ୟାଳୟର ମ୍ୟାନେଜର ତଥା ଡି.ଏ.ଭି ୟୁନିଟ୍ – ୮ର ଅଧ୍ୟକ୍ଷା ଈପ୍‌ସିତା ଦାସ, ଓ ଏଲ୍ .ଆର୍ ଡି.ଏ.ଭି କଟକର ଅଧ୍ୟକ୍ଷ ନିରଞ୍ଜନ ସ୍ୱାଇଁ ଯୋଗ ଦେଇ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ  ତଥା ପ୍ରତ୍ୟେକ ବିଷୟରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ଏବଂ ରାଷ୍ଟ୍ରଗଠନ ଦିଗରେ ସକ୍ରିୟ ଭୂମିକା ନିର୍ବାହ କରିବା ପାଇଁ ଆହ୍ୱାନ ଦେଇଥିଲେ । କାର୍ଯ୍ୟକ୍ରମର ଆରମ୍ଭରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ ସ୍ୱାଗତ ସମ୍ଭାଷଣ ପ୍ରଦାନପୂର୍ବକ ପରୀକ୍ଷାରେ ବିଦ୍ୟାଳୟର ସଫଳତା ଉପରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ପର୍ଯ୍ୟବେକ୍ଷକପର୍ଯ୍ୟବେକ୍ଷିକା ତଥା ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ମିଳିତ ଉଦ୍ୟମରେ କାର୍ଯ୍ୟକ୍ରମଟି ସୂଚାରୁରୁପେ ସମ୍ପାଦିତ ହୋଇଥିଲା । ବିଦ୍ୟାଳୟର ଏହି ଉଦ୍ୟମକୁ ଅଭିଭାବକ ମହଲରେ ଉଚ୍ଚ ପ୍ରଶଂସା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like