-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଅପରାଧ

ପ୍ରକୃତିବନ୍ଧୁ ଙ୍କ ନେତୃତ୍ଵରେ ଖଇରା ଗୁଜିଆ  ଡଙ୍ଗର ଠାରେ ମଞ୍ଜି ରୋପଣ

20-Jul-2023



ନୂଆପଡା(ଡୋଲେଶ୍ୱର ବାଗ ): ସକାଳ ସମୟରେ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ୍ ରେଞ୍ଜ ଅନ୍ତର୍ଗତ ଖଇରା ଗ୍ରାମପଞ୍ଚାୟତ ଖଇରା ଗାଁ ର ଗୂଜିଆ ଡଙ୍ଗର ଠାରେ ବିଭିନ୍ନ ଫଳ ଗଛ ମଞ୍ଜି ବୁଣା କାର୍ଯ୍ୟ ର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟ କ୍ରମରେ ଖଇରା ଗ୍ରାମପଞ୍ଚାୟତ ରସରପଞ୍ଚ ଶ୍ରୀ କୈଳାସ ଚନ୍ଦ୍ର ଦଳ ଉପସ୍ଥିତ ଥିଲେ ତାଙ୍କ ସମେତ ୱାର୍ଡ ମେମ୍ବର ନୂତନ ଛତ୍ରିଆ, ଗିରିଧାରୀ ଦଳ ,ଜଙ୍ଗଲ ବିଭାଗ ପକ୍ଷରୁ ଦୁଇଜଣ ଜଗୁଆଳୀ କ୍ଷମା ହଂସ ସହିତ ସମାଜ ସେବୀ ପ୍ରସନ୍ନ ବେମାଲ , ଏବଂ କିଛି ଯୁବକ ଓ ଶ୍ରୀ ଅରୁଣ ବିଶ୍ଵାଳ ଙ୍କ ସହଯୋଗରେ ଜଙ୍ଗଲ ସୃଷ୍ଟି ଓ ବନ୍ୟ ଜନ୍ତୁ ଙ୍କ ଖାଦ୍ୟ ସୁରକ୍ଷା ନିମନ୍ତେ ଏହି ମହାନ କାର୍ଯ୍ୟ କରିଥିଲେ। ବିଶ୍ବାଳ ଙ୍କ ଏହି କାର୍ଯ୍ୟ ପାଇଁ ସରପଞ୍ଚ ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like