-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||     

HOME   ଜିଲ୍ଲା

ବ୍ୟାଙ୍କ୍ ଜମାକାରୀଙ୍କ ଶିକ୍ଷା ଓ ସଚେତନତା କର୍ମଶାଳା

20-Jul-2023



କଣ୍ଟାବାଞ୍ଜି (ଆନନ୍ଦ ମୋଟେ ): ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ, ସାଧନ ଓ  ସମ୍ପର୍କ ଫିନ୍ ସର୍ଭିସେସ୍ ଆନୁକୂଲ୍ୟରେ ଜମାକାରୀଙ୍କ ଶିକ୍ଷା ଓ ସଚେତନତା କର୍ମଶାଳା ତୁରେକେଲା ବ୍ଲକ ର ଚାଉଲସୁଖାଠାରେ ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଶ୍ରୀଯୁକ୍ତ ବିମଲକାନ୍ତ ପଣ୍ଡା ଯୋଗ ଦେଇ ବ୍ୟାଙ୍କରେ ଖାତା ଖୋଲିବାର ପ୍ରକ୍ରିୟା, ବ୍ୟାଙ୍କ ଅଭିଯୋଗ ସମାଧାନ ପ୍ରକ୍ରିୟା,  ବିଭିନ୍ନ ବ୍ୟାଙ୍କିଙ୍ଗ ସୁବିଧା, ଋଣର ସଦ୍ଉପଯୋଗ, ଋଣ ନେବା ପୂର୍ବରୁ ସୁଧ ପୁଣି ଅନ୍ୟ ବିଷୟରେ ଜାଣିବା ଇତ୍ୟାଦି ଉପରେ ଆଲୋଚନା କରିଥିଲେ। ମୁଖ୍ୟ ଅତିଥି ଭାବରେ ତୁରେକେଲା କ୍ରୁଷକ ଉତ୍ପାଦକ କମ୍ପାନୀର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ସ୍ନିଗ୍ଧା ମେହେର ଯୋଗଦେଇ ବିଭିନ୍ନ ସରକାରୀ ଯୋଜନା ବିଷୟରେ କହିଥିଲେ। ଅନ୍ୟମାନଙ୍କ ମଧ୍ଯରେ ମହାଶକ୍ତି ଫାଉଣ୍ଡେସନର ପ୍ରକଳ୍ପ ପରିଚାଳକ ଶ୍ରୀ ପ୍ରଣବ ମୋହନ କୁମାର ଯୋଗ ଦେଇ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ବିଷୟରେ କହିଥିଲେ।କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଵୟଂ ସହାୟକ ଦଳର ସଦସ୍ୟା, ଏମ୍ ବି କେ, ଏଫ୍ ପି ଓ ର ଅଂଶୀଦାର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।ମହାଶକ୍ତି ଫାଉଣ୍ଡେସନର  ଜୟ କୁମାର ମେହେର,ତୁରେକେଲା ଏଫ୍. ପି. ଓ. ର ଅଲିଭା ମେହେର, ଜଗମୋହନ ଇତ୍ୟାଦି କାର୍ଯ୍ୟକ୍ରମରେ ସାହାଯ୍ୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026

You Might Also Like