-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ରାଜନୀତି

କଲ୍ୟାଣ ମଣ୍ଡପ ପାଇଁ ଭୂମିପୂଜନ କଲେ ବିଧାୟକ

20-Jul-2023



ପାଟଣାଗଡ (ଦିଲୀପ ପଣ୍ଡା ) ପାଟଣଗଡ ବ୍ଲକ ଖୁଟୁଣାପାଣି ଆଞ୍ଚଳିକ କେନ୍ଦ୍ର ଵନେଇମୁଣ୍ଡା ଠାରେ ପାଟଣଗଡ ବିଧାୟକ ସରୋଜ କୁମାର ମେହେରଙ୍କ ଦ୍ଵାରା ବିଶ୍ଵାବସୁ ଶଵର ସମାଜର ଏକ କଲ୍ୟାଣ ମଣ୍ଡପର ଶୁଭ ଭୂମିପୂଜନ ଅନୁଷ୍ଠିତ ହୋଇଛି । ଏହି କଲ୍ୟାଣ ମଣ୍ଡପଟି ବିଧାୟକ ପାଣ୍ଠିରୁ ୫ ଳକ୍ଷ ଓ ସ୍ପେସାଲ ଫଣ୍ଡରୁ ମଧ୍ୟ ୫ ଳକ୍ଷ ଟଙ୍କାର ଅନୁଦାନ ରାଶିରେ ଏହି କଲ୍ୟାଣ ମଣ୍ଡପଟି ନିର୍ମାଣ କରାଜିବବୋଲି ବିଧାୟକ ଶ୍ରୀ ମେହେର ଙ୍କ

ଠାରୁ ଜଣାପଡିଛି ।  ପରେ ଗାଁ ମୁଣ୍ଡରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ  ଗ୍ରାମବାସୀ  ଗାଁରେ ଥିବା କିଛିଟା ସମସ୍ୟା ଉପରେ ବିଧାୟକଙ୍କୁ ଅବଗତ କରାଇଥିଲେ । ଖୁବଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ ବୋଲି ଶ୍ରୀ ମେହେର ସେମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି ସଭାରେ ଶବର ସମାଜର ୧୫ ଶହରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like