-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||     

HOME   ଜିଲ୍ଲା

ଅସହାୟ ମହିଳାଙ୍କୁ ୨ ୟୁନିଟ ରକ୍ତଦାନ କଲା ଯୁବ କୁଲୁତା ସମାଜ

20-Jul-2023



ବଲାଙ୍ଗିର//  ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଦେଓଗାଁ ବ୍ଲକ କୁନ୍ଦେଇମାଲ ଗ୍ରାମର ସାବିତ୍ରୀ ବାଗଙ୍କୁ ରକ୍ତ ର ଆବଶ୍ୟକତା ହେବାରୁ ଯୁବ କୁଲୁତା ସମାଜକୁ ରକ୍ତ ପାଇଁ ସହଯୋଗ ମାଗିଥିଲେ । ଖବର ପାଇ ଲୋଇସିଂହା ବ୍ଲକ ପିପିଲି ଗ୍ରାମର ଶଙ୍କର ପ୍ରଧାନ ଆସି ରକ୍ତଦାନ କରିଥିଲେ । ଠିକ୍ ସେତିକି ବେଳେ ମୁରିବାହାଲ ବ୍ଲକ ଝିଙ୍କିଡୁଙ୍ଗୁରି ଗ୍ରାମର ଗିରିଧାରୀ ସାହୁଙ୍କ ଶରୀରରେ ୪.୫ ରକ୍ତ ଥିବାରୁ ଡାକ୍ତର ତାଙ୍କୁ ରକ୍ତ ଦେବା ପାଇଁ ପରାମର୍ଶ ଦେଇଥିଲେ । ରକ୍ତଭଣ୍ଡାରରେ ରକ୍ତ ଅଭାବ ଥିବାରୁ ମହିଳା ଜଣକ ରକ୍ତ ପାଇବାରୁ ବଂଚିତ ହୋଇଥିଲେ । ଖବର ପାଇ ଯୁବ କୁଲୁତା ସମାଜର ସଦସ୍ୟ ତଥା ଯୁବ ସମାଜସେବୀ ଝୁନୁ ପ୍ରଧାନ ରକ୍ତଦାନ କରିଥିଲେ । ରକ୍ତଦାନ ସମୟରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ ଓ ବଲାଙ୍ଗିର ବ୍ଲକ ସଦସ୍ୟ ସନ୍ଦିପ ପ୍ରଧାନ ଉପସ୍ଥିତ ଥିଲେ । ଜଣେ ଅସହାୟ ମହିଳାଙ୍କୁ ରକ୍ତ ଯୋଗାଇ ଦେଇଥିବାରୁ ଯୁବ କୁଲୁତା କୁ ବିଭିନ୍ନ ମହଳରେ ପ୍ରଶଂସା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026

You Might Also Like