-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||     

HOME   ଜିଲ୍ଲା

ଖଡଗ ନଦୀ ଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଉପକୃତ ହେବେ ୩ ଜିଲ୍ଲାର ୨୦ ହଜାର ଲୋକ

21-Jul-2023



ବାଲିଗୁଡା:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅଞ୍ଚଳ ଦେଇ ଯାଇଥିବା ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ । ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା । ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ଯ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ନିର୍ମାଣ ହେବା ଦ୍ବାରା କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଲକ ସମେତ ୩ ଜିଲ୍ଲା ବୌଦ୍ଧର କଣ୍ଟାମାଳ ବ୍ଲକ, ଓ ବଲାଙ୍ଗୀରର ଗୁଡ଼ଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧ‌ିକ ଲୋକ ଉପକୃତ ହେବେ ବୋଲି ଜଣାପଡିଛି । ଏହି ଯୋଜନାରେ ବାଲିଗୁଡା ବ୍ଲକର ଲଣ୍ଡାଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ । କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ଯ ବିଶେଷ ସହାୟକ ହେବ । ସୂଚନାଯୋଗ୍ୟ ଯେ, ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡଗ ନଦୀରେ ଏକ ବ୍ୟାରେଜ ନିର୍ମାଣ ପାଇଁ ଦାବୀ ପତ୍ର ଦେଇଥିଲେ । ଏ ସଂପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବି ସଂପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026

You Might Also Like