-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ବିବାହିତ ମହିଳାଙ୍କ ଆତ୍ମହତ୍ୟା, ହତ୍ୟା ଅଭିଯୋଗ ଆଣିଲେ ମହିଳା ଙ୍କ କାକା

21-Jul-2023



ବଲାଙ୍ଗିର (ଦେବାଶିଷ ବହିଦାର ) ଆଜି ବଲାଙ୍ଗୀର ଜିଲ୍ଲା ଫଲସାମାଲ୍ ଗାଁ ର ମୀରା ପ୍ରଧାନ(୨୮) ଙ୍କ ମୃତଦେହ ସଂଦେହଜନକ ଅବସ୍ଥାରେ ଘରେ ପଡିଥିବା ଦେଖିବାକୁ ମିଳିଛି l ଗତ ୨୦ ତାରିଖ ରାତି ପ୍ରାୟ ୮ଟା ସମୟରେ ମହିଳାଙ୍କ ଶ୍ୱଶୁର ଘର ଲୋକେ ଝିଅର କlକା ଲକ୍ଷ୍ମଣ ପ୍ରଧାନଙ୍କୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ଦେଇଥିଲେ l ତେବେ ପରିବାର ଲୋକେ ଏହାକୁ ଆତ୍ମହତ୍ୟା ବୋଲି କହୁଥିବା ବେଳେ ମୃତ ମହିଳାଙ୍କ କାକା ଏହାକୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି କହିଛନ୍ତି l ଏ ସଂକ୍ରାନ୍ତରେ ବଲାଙ୍ଗିର ସଦର୍ ଥାନାରେ ଝିଅ ର କାକା ଲିଖିତ ଅଭିଯୋଗ କରିବା ସହ ଘଟଣାର ବିଧିବଦ୍ଧ ତଦନ୍ତ କରିବାକୁ ନିବେଦନ କରିଛନ୍ତି l ସୂଚନାଯୋଗ୍ୟ ଯେ,ଗତ ୧୦ବର୍ଷ ପୂର୍ବରୁ ମୀରା ପ୍ରଧାନ ଫଲସାମାଲ୍ ଗାଁ ର ମଣିକର ପ୍ରଧାନଙ୍କୁ ବିବାହ କରିଥିଲେ l ତେବେ ୨ବର୍ଷ ପୂର୍ବରୁ ମଣିକର ଙ୍କ ମୃତ୍ୟୁ ହୋଇଥିଲା l ତେବେ ଆଜି ଶ୍ୱଶୁର ଘରେ ମୀରା ଙ୍କ ମୃତଦେହ ଉଦ୍ଧାର ଘଟଣା ସଂଦେହକୁ ଆହୁରି ଘନୀଭୂତ କରିଛି


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like