-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଲଗାଣ ବର୍ଷାରେ ବଲାଙ୍ଗୀର ବେହାଲ

21-Jul-2023



ବଲାଙ୍ଗୀର:- କିଛିଦିନ ହେଲା ବଲାଙ୍ଗୀର ରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଜଳାର୍ଣବ ହୋଇଯାଇଛି ସହର । ସହରର ତଳିଆ ଅଞ୍ଚଳରେ ବର୍ଷା ଜଳ ପ୍ରବେଶ କରି ଥିବାରୁ ଜଳବନ୍ଦୀ ଅବସ୍ଥା ଲୋକେ ଭୋଗ କରୁଛନ୍ତି ।ଘରୁ ବାହାରିଲେ  ଆଣ୍ଠୁଏ ପାଣି । ଜିଲ୍ଲାପାଳ ଏବଂ ପୌର ପରିଷଦ ଅଧ୍ୟକ୍ଷା ଜଳବନ୍ଦୀ ଅଞ୍ଚଳ ବୁଲି ଜଳ ନିଷ୍କାସନ

ର ବ୍ୟବସ୍ଥା ରେ ବ୍ୟସ୍ତ । ସହରରେ ଅପ୍ରାକୃତିକ ବନ୍ୟା ଦେଖାଦେଇଛି ।ବର୍ଷ ବର୍ଷ ଧରି ବଲାଙ୍ଗୀର ସହରର ନାଳ ନର୍ଦ୍ଦମା ସଫା ହେଉ ନ ଥିବାରୁ ସହରର ଜଳ ନିଷ୍କାସନ ହୋଇପାରୁ ନ ଥିବା ଏହାର ମୁଖ୍ୟ  କାରଣ ।ଅସରାଏ ବର୍ଷା ରେ ବଲାଙ୍ଗୀର ସହର ଉବୁଟୁବୁ ହେଉଥିବା ବେଳେ ସାଧାରଣ

ଜନତା ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ପରିଲକ୍ଷିତ ହୁଏ।ତୁହାକୁତୁହା ବର୍ଷା ହେଉଥିବାରୁ ସହର ଭିତରେ ଥିବା ଗଳିକନ୍ଦି ରାସ୍ତା ମୁଖ୍ୟ ରାସ୍ତା ଠାରୁ ବିଚ୍ଛିନ୍ନ ହେବାକୁ ବସିଲାଣି ।ସହରର ପୋଖରୀ ଗୁଡ଼ିକ ପୋତି ହେବାକୁ ବସିଲାଣି । ଏଣୁ ବର୍ଷା ଜଳ ପୋଖରୀ ମାନଙ୍କରେ ସଂରକ୍ଷିତ ହୋଇ ରହି ପାରୁନାହିଁ । ବେଳ ଥାଉ ଥାଉ ଜିଲ୍ଲା ପ୍ରଶାସନ ଜଳ ନିଷ୍କାସନ ର ସ୍ଥାୟୀ ବ୍ୟବସ୍ଥା କଲେ ସହରରେ ଅପ୍ରାକୃତିକ ବନ୍ୟା କୁ ରୋକାଯାଇ ପାରିବ ।

 (ବଲାଙ୍ଗିରରୁ ବାଳକୃଷ୍ଣ ଷଡ଼ଙ୍ଗୀଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like