-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ

21-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ବନ ବିଭାଗ, ସ୍ୱଚ୍ଛ ଭାରତ ଓ ସୋନପୁର କେନ୍ଦ୍ରୀୟ ବିଦ୍ୟାଳୟ ର ମିଳିତ ଉଦ୍ୟମରେ କେନ୍ଦ୍ରୀୟ ବିଦ୍ୟାଳୟ ର ନୂତନ କ୍ୟାମ୍ପସ ଠାରେ ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ସ୍ୱଚ୍ଛ ଭାରତ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦଘାଟନ କରି ନିଜେ ଦୁଇଟି ବୃକ୍ଷ ରୋପଣ କରି ସମାଜ କୁ ପରିବେଶ ସୁରକ୍ଷl ର ବାର୍ତ୍ତା ପହଞ୍ଚାଇଥିଲେ l ଡି ଏଫ ଓ  ଶ୍ରୀ ମଦନ ଲାଲ ଶର୍ମା ସମ୍ମାନିତ ଅତିଥି, ଓ ଏସିଏଫ ପ୍ରଫୁଲ୍ଲ ଧରୁଆ, ଡିସିପିଓ ଚତୁର୍ଭୁଜ ଦାଶ, କେନ୍ଦ୍ରୀୟ   ବିଦ୍ୟାଳୟ ଅଧ୍ୟକ୍ଷ., ଶିକ୍ଷକ ଶ୍ରୀ କୈଳାସ ଭୋଇ,  ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର, ସ୍ୱଚ୍ଛ ଭାରତ ଉଦ୍ୟୋକ୍ତl ସାୟଦ ଅଲିମୁଲ ଇସଲାମ ଙ୍କ ସମେତ ସଂଗଠନ ର ସମସ୍ତ କର୍ମକର୍ତ୍ତା ଯୋଗ ଦେଇ ସ୍କୁଲ ର ଏକ ସଚେତନତା ସଭାରେ ଛାତ୍ର ଛାତ୍ରୀ ଙ୍କୁ ପରିବେଶ ସୁରକ୍ଷା ଉପରେ ସଚେତନ କରି ଥିଲେ l ଓ ବର୍ତମାନ ଉତ୍ତପ୍ତ  ପୃଥିବୀ ର ସନ୍ତୁଳନ ଲାଗି ସମସ୍ତେ ଜାଗ୍ରତ ହେବାକୁ ପଡିବ ବୋଲି କହି ପ୍ରତି ଛାତ୍ର ଛାତ୍ରୀ ଗୋଟେ ଗୋଟେ ଗଛ ଜଗାଇ ତାରି ଯତ୍ନ ନେଇ ପୃଥିବୀ କୁ ବଞ୍ଚାଇବା କୁ ପରାମର୍ଶ କରିଥିଲେ l ଅଧ୍ୟକ୍ଷ ହେମନ୍ତ କୁମାର ସାହୁ ଙ୍କ  ନେତୃତ୍ୱ ରେ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ ଶ୍ରୀ ରାୟ ,   ଡି ଏଫ ଓ,  ଏବଂ ଅତିଥି ଙ୍କ ସମେତ ସମସ୍ତ ସ୍ବେଛାସେବୀ ଙ୍କୁ ଉଚ୍ଚ

କୋଟିର ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ  ଟିଚର ଅଶୋକ ସରଭଙ୍ଗ, ଗଣ୍ଡlରମ ମେହେର, କୈଳାସ ଭୋଇ ସହଯୋଗ କରିଥିଲେ l ପରେ ପରେ ସମସ୍ତ ସ୍ବେଛାସେବୀ, ଶିକ୍ଷକ ଓ ବନ କର୍ମଚାରୀ ବିଦ୍ୟାଳୟ ପରିସର ରେ ସାମୁହିକ ଭାବେ ଗଛ ଜଗାଇଥିଲେ l ଏ  ମେଗା ଅଭିଯାନ ଆସନ୍ତା ରବିବାର ଯାଏ ଚାଲିବ ଏବଂ ଏଠାରେ ଚାରି ଶହ ରୁ ଉର୍ଧ୍ଵ ଗଛ ଲଗାଇ ଏ ପରିସର କୁ ତଥା ଜ଼ିଲ୍ଲା କୁ ସବୁଜ ସୁନ୍ଦର କରିବା ଲକ୍ଷ୍ୟ ଧlର୍ଯ୍ୟ ରଖା ଯାଇଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026

You Might Also Like