-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଜେଣ୍ଡର କୋର୍ଡିନେଟର

21-Jul-2023



ବଲାଙ୍ଗୀର(ପ୍ରେରଣା ଖବର )- ଲାଞ୍ଚ ନେବା ହେଲା କାଳ ।ବଲାଙ୍ଗୀର ଡିପିସି ଅଫିସ ର ଜେଣ୍ଡର କୋର୍ଡିନେଟର ପୁଷ୍ପାଙ୍ଗିନି ଯୋଷୀ ଲାଞ୍ଚ ନେଇ ଭିଜଲାନ୍ସ ଜାଲରେ । ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ। ପୁଷ୍ପାଙ୍ଗିନି ଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ପୂର୍ବକ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି।ପାଟଣାଗଡ଼ ବ୍ଲକ ସୋଲବନ୍ଧ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ମିତ୍ରଭାନୁ ମାଝୀ ତାଙ୍କର ବକେୟା ବିଲ ଆଡଜଷ୍ଟ - ମେଣ୍ଟ ଓ ଏନ୍ଓସି ସାର୍ଟିଫିକେଟ ପାଇଁ ବଲାଙ୍ଗୀର ଡିପିସି ଅଫିସ ର ଜେଣ୍ଡର କୋର୍ଡିନେଟର ପୁଷ୍ପାଙ୍ଗୀନୀ ଙ୍କ ପାଖକୁ ଯାଇ ନିଜର ବିଲ କରିଦେବା ପାଇଁ କହିଥିଲେ ।ବିଲ କରିଦେବି କହି ପୁଷ୍ପାଙ୍ଗିନି ଦିନ ଗଡାଉଥିଲେ ।
    ପରେ ବିଲ କରିବା ପାଇଁ ପୁଷ୍ପାଙ୍ଗୀନୀ ମିତ୍ରଭାନୁ ଙ୍କୁ ୩୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ।ମିତ୍ରଭାନୁ ଭିଜିଲାନ୍ସ ବିଭାଗକୁ ଏହି ବିଷୟ ଜଣାଇଥିଲେ । ଯୋଜନା ମୁତାବକ ଭିଜିଲାନ୍ସ ଅଧିକାରୀ ଛକି ରହିଥିଲେ । ପୁଷ୍ପାଙ୍ଗୀନୀ ମିତ୍ରଭାନୁ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ।ଭିଜିଲାନ୍ସ ପୁଷ୍ପାଙ୍ଗୀନି ଙ୍କ ଠାରୁ ରଙ୍ଗବୋଲା ଟଙ୍କା ଜବତ କରିବା ସହ ଗିରଫ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like