-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||     

HOME   ଜିଲ୍ଲା

ଲକ୍ଷେ ଟଙ୍କା ଲାଞ୍ଚ ନେବା ହେଲା କାଳ,ବିଛାଇ ବସିଥିଲା ଭିଜିଲାନ୍ସ ଜାଲ

21-Jul-2023



 ବୌଦ୍ଧ(ପ୍ରେରଣା ଖବର ): ହରଭଙ୍ଗା ଥାନା ଅଧିକାରୀ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।ସେ ହେଉଛନ୍ତି ହରଭଙ୍ଗା ଥାନା ଅଧିକାରୀ ପୁଷ୍ପଲତା ରାଉତରାୟ । ଗୋଟିଏ ବାଲି ବୋଝେଇ ଗାଡ଼ିକୁ ଛାଡ଼ି ଦେବା ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
 ସୂଚନା ମୁତାବକ ହରଭଙ୍ଗା ର ବାଲିଘାଟ ଠିକା ନେଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ଶରତ ବେହେରା ।କୌଣସି କାରଣ ବଶତଃ ବେହେରା ଙ୍କ ଏକ ବାଲି ବୋଝେଇ ଗାଡ଼ିକୁ ପୁଷ୍ପଲତା ରାଉତ୍ ରାୟ ଜବତ କରି ହରଭଙ୍ଗା ଥାନାରେ ଅଟକ ରଖି ଏକ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ।
 ଶରତ ୮୦ ହଜାର ଟଙ୍କା ଦେବାରୁ ପୁଷ୍ପଲତା ଅରାଜି ପ୍ରକାଶ କରି ଆଉ ୨୦ ହଜାର ଟଙ୍କା ଦାବି କରିଥିଲେ ।ଶରତ ଉପରୋକ୍ତ ବିଷୟକୁ ନେଇ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ । 
 ଯୋଜନା ମୁତାବକ ଶରତ ଏକ ଲକ୍ଷ ଟଙ୍କା ନେଇ ଥାନା ଅଧିକାରୀ ପୁଷ୍ପଲତା ରାଉତରାୟ ଙ୍କୁ ଦେଇଥିଲେ ।ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ରଙ୍ଗବୋଲା ଟଙ୍କା ଜବତ କରିବା ସହ ପୁଷ୍ପଲତା ଙ୍କୁ ଗିରଫ କରି ଅଧିକ ପଚରାଉଚରା କରିବା ପାଇଁ ଫୁଲବାଣୀ କୁ ନେଇଥିବା ସୂଚନାରୁ ଜଣାପଡିଛି।ଏହି ଚଢ଼ାଉ ରେ ବୌଦ୍ଧ ଏବଂ ବ୍ରହ୍ମପୁର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରିଥିବା ଜଣାପଡିଛି ।
 ବଲାଙ୍ଗୀର ଡିପିସି ଅଫିସ ର ଜେଣ୍ଡର କୋର୍ଡିନେଟର ପୁଷ୍ପାଙ୍ଗିନି ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ବେଳେ ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅଧିକାରୀ ପୁଷ୍ପଲତା ଏକ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।ପୁଷ୍ପା ଏବଂ ପୁଷ୍ପ ଦୁଇଜଣଙ୍କ ଲାଞ୍ଚଖୋର୍ ମନୋବୃତ୍ତି ନିନ୍ଦନୀୟ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026

You Might Also Like