-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘ ର ଧାରଣା ଓ ଜ଼ିଲ୍ଲାପାଳ  ଙ୍କୁ ଦାବି ପତ୍ର ପ୍ରଦାନ

21-Jul-2023



ଆଜି  ସୁବର୍ଣ୍ଣପୁର ଜ଼ିଲ୍ଲା ନୂତନ ଅନୁଦାନ ପ୍ରାପ୍ତ ଅବସର ପ୍ରାପ୍ତ ଶିକକ କର୍ମଚାରୀ ସଂଘ ବିଭିନ୍ନ ଦାବି ନେଇ  ଜ଼ିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଙ୍କୁ ଭେଟି ଦିବା 1 ଘଣ୍ଟା ରେ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି l ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ରେ ଦୀର୍ଘ 30/35 ବର୍ଷ ଶିକ୍ଷାଦାନ କରି ଅବସର ନେଇଥିବା ଶିକ୍ଷକ ଓ କର୍ମଚାରୀ ମାନଙ୍କୁ ଅବସର କାଳୀନ ସୁବିଧା ସୁଯୋଗ ଯଥା ପେନସନ ପ୍ରଦାନ, ପେନସନ ଗ୍ରାଚୁଟି, ଛୁଟି କାଳୀନ ସୁବିଧା  ପ୍ରଦାନ କରିବାକୁ ସମଗ୍ର ରାଜ୍ୟ ରେ ଆଜି 30 ଗୋଟି ଜ଼ିଲ୍ଲା

ରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଜ଼ିଲ୍ଲା ଶିକ୍ଷାଧିକାରୀ ଓ ଜ଼ିଲ୍ଲାପାଳ ଙ୍କ ମାଧ୍ୟମ ରେ ନାର୍ଯ୍ୟ ଦାବି ପୂରଣ ପାଇଁ ଦାବି ପତ୍ର ପ୍ରଦାନ କରାଯାଇଛି l ଅନୁଦାନ ସୁବିଧା ପାଉଥିବା ଅନ୍ୟାନ୍ୟ ଶିକ୍ଷକ କର୍ମଚାରୀ ଭଳି ତାଙ୍କୁ ମଧ୍ୟ ଏହି ସୁବିଧା ପ୍ରଦାନ କରିବାକୁ ସରକାର ଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପନା କରିଛନ୍ତି l ପ୍ରକାଶ ଥାଉ କି ଯେ ଏ ସଂଘ ର ଦାବି ସପକ୍ଷ ରେ ହାଇକୋର୍ଟ ନିର୍ଦ୍ଧେଶ ଦେଇଥିବା ସତ୍ତ୍ୱେ ଏମାନଙ୍କ ପ୍ରତି ରାଜ୍ୟ ସରକାର ଙ୍କ ଅଣଦେଖା କୁ ସଂଘ ଦୃଢ଼ ନିନ୍ଦା କରିଛି l ସଂଘ ସଭାପତି କୁଳମଣୀ ମିଶ୍ର, ସମ୍ପାଦକ ପୂରନ୍ଦର ପୁରୋହିତ,ଙ୍କ ନେତୃତ୍ୱ ରେ ପଞ୍ଚାନନ ପଣ୍ଡା, ମହୋନ ବାରିକ, ଲକ୍ଷଣ ରଣା, ନବୀନ ପାଢ଼ୀ, ରମା ବାରିକ, ଈଶ୍ୱର ନାଏକ, ମନୋରଚି ଭୋଇ, ପ୍ରମୁଖ ବହୁ ସଦସ୍ୟ  ଏହି  ବିକ୍ଷୋଭ ଓ ଧାରଣା ରେ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026

You Might Also Like