-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||     

HOME   ଜିଲ୍ଲା

ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

21-Jul-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ଯୋରାଡୋବରା  ସ୍ଥିତ ରାଜୀବ ଗାନ୍ଧି ସେବା କେନ୍ଦ୍ର ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ  ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର  ମିଳିତ ସହଯୋଗ ରେ  ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା  ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବସନ୍ତ କୁମାର ମିଶ୍ର, ୟୁ ଜି ବି ଶାଖା ପରିଚାଳକ ଅଶ୍ୱିନୀ କୁମାର ଭତ୍ରା, ମିଶନ ଶକ୍ତି ବ୍ଲକ ସଂଯୋଜକ  ବିପିନ ବାରିକ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ ଘାଟନ କରିଥିଲେ।ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ,  ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ଯଥା ବ୍ୟାଙ୍କ୍ ଖାତା ନମ୍ବର, ଓ. ଟି. ପି,  ଏ.ଟି.ଏମ କାର୍ଡ ନମ୍ବର, ପାସ୍ କୋର୍ଡ, ଆଧାର କାର୍ଡ, ପାନ୍ କାର୍ଡ ଇତ୍ୟାଦି ନମ୍ବର ବିଷୟରେ କୌଣସି ତଥ୍ୟ ନ ଦେବା ବିଷୟରେ ସତର୍କ କରାଯାଇଥିଲା । ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା  ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ବର୍ଷ ଆରମ୍ଭ ରୁ ସେହି ବ୍ୟୟ ପାଇଁ  ବ୍ୟାଙ୍କ୍ ରେ ସଞ୍ଚୟ ରଖିବା ଉପରେ ତାଲିମ୍ ଦାତା ଗୁରୁତ୍ବ ଆରୋପ କରିଥିଲେ ।କାର୍ଯ୍ୟକ୍ରମରେ  ପ୍ରକାଶ ଚନ୍ଦ୍ର ସାହୁ, ଵୀପିନ ବାରିକ, ସୁଶୀ ମମିତା ପୁଝାରୀ, ପ୍ରଦିପ କୁମାର ସାହୁ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ସବିତା ସ୍ୱାଇଁ, ଶମ୍ଭୁ ସାହୁ, ବିଜୟ ସାହୁ ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ରୁ ୭୮ଜଣ ସଦସ୍ୟା ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026

You Might Also Like