-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ସ୍ଥାନରେ ଭିତ୍ତିପ୍ରସ୍ତ ସ୍ଥାପନ

21-Jul-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡଵରା ପଞ୍ଚାୟତ କୁଶୁର୍ଲା ଶିଶୁ ମନ୍ଦିର ନିକଟରେ  ଦକ୍ଷିଣୀ ଶୈଣ୍ଢିକ ସାଂସ୍କୃତିକ ସମାଜ ଗୃହର ଭିତ୍ତି ସ୍ଥାପନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଭୁପିନ୍ଦର ସିଂ , ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ,  ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ  ଯୋଗ ଦେଇ କର୍ଲାମୁଣ୍ଡାଓ ମ. ରାମପୁର ଶାଖା ର  କମ୍ୟୁନିଟି ଭବନ ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଆୟୋଜିତ କାର୍ଯ୍ୟ କ୍ରମରେ   ଦକ୍ଷିଣୀ ଶୈଣ୍ଢିକ ସାଂସ୍କୃତିକ ସମାଜ ର କର୍ଲାମୁଣ୍ଡା ବ୍ଳକ ସଭାପତି ନିଳାମ୍ବର ବେହେରା, ସଂପାଦକ ରାଜେନ୍ଦ୍ର ବେହେରା, ମ ରାମପୁର ବ୍ଲକ ସଭାପତି ପୂର୍ଣ ଚନ୍ଦ୍ର ସାହୁ, ନର୍ଲା ବ୍ଳକ ସଭାପତି କୁବେର ଚନ୍ଦ୍ର ସାହୁ,ସମାଜର ଉପଦେଷ୍ଟା କମିଟିର ଅରୁଣ ବେହେରା, ସୁରେନ୍ଦ୍ର ବେହେରା,ରମେଶ ଚନ୍ଦ୍ର ସାହୁ,ପିତାମ୍ବର ପରିଡ଼ା,ଖୁସିରାମ ଚୌଧୁରୀ, ଜନ୍ମେଜୟ ସାହୁ,ସୁଶାନ୍ତ ପରିଡା ସମେତ ଶୋଣ୍ଢିକ ସମାଜର ସଦସ୍ୟମାନେ ଉପସ୍ଥିତ ଥିଲେ।ସେହିପରି ଜୋରାଡବରା  ଠାରେ ତୈଳିକ  ହଳଦିଆ ବୈଶ୍ୟ ସାହୁ ସମାଜ ଜିଲ୍ଲା କାର୍ଯ୍ୟଳୟ ପରିସରରେ ବିଧାୟକ ଭୂପିନ୍ଦର ସିଂ ଓ ବିଡ଼ିଓ ସୂଚରିତା ମୁଗ୍ରୀ, ଜିଲ୍ଲା ସଭାପତି ନୀଳମଣି ସାହୁ,ସାଧାରଣ ସମ୍ପାଦକ ନବୀନ କୁମାର ସାହୁ ଙ୍କ ଦ୍ଵାରା ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଅନୁଦାନ ରେ ନିର୍ମାଣ ହେବାକୁ ଥିବା ଗୃହ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ  ହିରାମଣି ସାହୁ,ପବିତ୍ର ସାହୁ, ବ୍ଳକ ସଭାପତି ଲଷ୍ମୀ ପ୍ରସାଦ ସାହୁ,ସୁରେନ୍ଦ୍ର ସାହୁ,ଯଜ୍ଞସେନ ସାହୁ,କୁଞ୍ଜ ବିହାରୀ ସାହୁ,କିସନ ଲାଲ ସାହୁ,ଟୁପି ଲାଲ ସାହୁ,ଜଗବନ୍ଧୁ ସାହୁ,ମୋହନ ସାହୁ ଙ୍କ ସମେତ ସମାଜର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026

You Might Also Like