-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ଜିଲ୍ଲା

ଗ୍ରାମ ପ୍ରଗତି ଅନୁଷ୍ଠାନ ଘଡ଼ଘଡିମଲ୍ ତରଫରୁ ଫଳ ଚାରା ବଣ୍ଟନ।         

21-Jul-2023



ବରଗଡ଼:-ଘଡ଼ଘଡିମାଲ ପ୍ରାଥମିକ ବିଦ୍ୟାଳୟ ଅଫିସରେ ଗ୍ରାମ ପ୍ରଗତି ଅନୁଷ୍ଠାନ ଘଡ଼ଘଡିମଲ ତରଫରୁ ଫଳ ଚାରା ବଣ୍ଟନ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମରେ ପ୍ରାଥମିକ ସ୍କୁଲର ଶିକ୍ଷକ ଛାତ୍ର ଛାତ୍ରୀ ଗ୍ରାମର ସ୍ୱୟଂ ସହାୟିକା ଗୋଷ୍ଠୀ ଓ ଭଦ୍ର ବ୍ୟକ୍ତି ଉପସ୍ଥିତ ଥିଲେ

ଗ୍ରାମର ଜନ ସାଧାରଣ ଓ ପରିବେଶ ସୁରକ୍ଷା ଉପରେ ସଚେତନତା ବାର୍ତ୍ତା ଦିଆଯାଇଥିଲା ଶିଶୁ ଟିଏ କୁ ଗଛଟିଏ ବାର୍ତ୍ତା ମାଧ୍ୟମରେ ସମସ୍ତ ଙ୍କୁ ଗଛ ଲଗାଇବା ପାଇଁ ଚାରା ବଣ୍ଟନ କରାଯାଇଥିଲା
ସ୍କୁଲ୍ ପରିସର ରେ ବୃକ୍ଷ ରୋପଣ ଓ ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ଦ୍ଵାରା ରାସ୍ତା କଡ଼ରେ ବୃକ୍ଷ ରୋପଣ କରାଯାଇଥିଲା 
ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କୁ ଫଳ ଚାରା ବଣ୍ଟନ କରାଯାଇଥିଲା କାର୍ଯ୍ୟକ୍ରମ କୁ ଗ୍ରାମ ପ୍ରଗତି ଅନୁଷ୍ଠାନ ର ସଭାପତି ଶ୍ରୀଯୁକ୍ତ ତପନାଥ ସାହୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like