-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ଜିଲ୍ଲା

ଆହତ ବ୍ୟକ୍ତି ଙ୍କୁ ଉଦ୍ଧାର ଓ ଚିକିତ୍ସା କରି ମାନବିକତା ଦେଖାଇଲେ ଆରଟିଓ ଏବଂ ପରିବହନ ବିଭାଗ  କର୍ମଚାରୀ

22-Jul-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସୁବର୍ଣ୍ଣପୁର ତରଫରୁ ଗାଡ଼ି ତନଖି ସମୟରେ ଝିଙ୍କି ଟିକରା ନିକଟରେ ମୋଟର ସାଇକେଲ ରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଆହତ ମାନଙ୍କ ଚିକିତ୍ସା ପାଇଁ  ପଦକ୍ଷେପ  ନେଇଥିବା ଏକ ଭଲ ଖବର ଆସିଛି l ଆମ୍ବୁଲାନ୍ସ ଆସିବା ରେ ବିଳମ୍ବ ହେବାରୁ ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଜେନାଙ୍କ ନିର୍ଦ୍ଦେଶକ୍ରମେ ଉପସ୍ଥିତ ଏନଫୋର୍ସମେଣ୍ଟ ଟିମ୍ ର କର୍ମଚାରୀ ମାନେ ବିଭାଗର ଇଣ୍ଟରସେପ୍ଟର ଗାଡ଼ି ରେ ଆହତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ସେମାନଙ୍କର ଆବଶ୍ୟକ ଚିକିତ୍ସା ର  ବ୍ୟବସ୍ଥା କରାଇଥିଲେ । ରାସ୍ତା ଦୁର୍ଘଟଣା ର ଆହତ ବ୍ୟକ୍ତି ଙ୍କୁ  ଉଦ୍ଧାର କରି ମେଡିକାଲ ରେ ଚିକିତ୍ସା କରାଇଲେ  ଗୁଡ଼ ସାମରିଟନ ଯୋଜନା ରେ ସରକାର ଙ୍କ ପରିବହନ ବିଭାଗ ପକ୍ଷ ରୁ 2 ହଜାର ଟଙ୍କା ଆର୍ଥିକ ପୁରସ୍କାର ବ୍ୟବସ୍ଥା ଅଛି l ଯାହାକି ଆଜି ଆରଟିଓ ଶ୍ରୀ ଜେନା  ଏ  ଆହତ ବ୍ୟକ୍ତି ଙ୍କୁ ଉଦ୍ଧାର ଓ ଚିକିତ୍ସା କରାଇ   ଯୁବ ପିଢ଼ି ଙ୍କୁ  ସ୍ବେଛାସେବୀ ଙ୍କୁ ଉତ୍ସାହିତ କରିବା ସହିତ ତାଙ୍କ ମାବାବିକତା ଦେଖାଇଛନ୍ତି l l ଏ ଖବର ରେ ସହର ତଥା ଜ଼ିଲ୍ଲା ର ବୁଦ୍ଧିଜୀବୀ ଆରଟିଓ ଶ୍ରୀ ଜେନା  ଓ  ପରିବହନ ବିଭାଗ ର ମହାନତା କୁ ପ୍ରଶଂସା କରିଛନ୍ତି l.


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like