-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ଜିଲ୍ଲା

କେବେ କୋଟି କୋଟି ହଜମ୍ ତ, ଏବେ ହଜାର ହଜାରରେ ହାତ ଲାଲ୍  !

22-Jul-2023



ବଲାଙ୍ଗୀର (ମଳୟ ମିଶ୍ରଙ୍କ ରିପୋର୍ଟ): ଆଗର ଡିପିଇପିରୁ ଏବର ସମଗ୍ରଶିକ୍ଷା ଯାଏଁ ବଲାଙ୍ଗୀର ପ୍ରାଥମିକ ଶିକ୍ଷା ପ୍ରକଳ୍ପରେ ବର୍ଷ ବର୍ଷ ଧରି ଦୁର୍ନୀତି ପିଛା ଛାଡିନାହିଁ । କିଛିବର୍ଷ ତଳର କ୍ୟାସିଅର୍ ଓ ଆକାଉଣ୍ଟାଣ୍ଟ୍ ଜେଠୁ ସାହୁ ଓ ଡାକ୍ଟର ସାହୁ ବ୍ୟାଙ୍କରେ ଜାଲ୍ ଆକାଉଣ୍ଟ୍ ଖୋଲି ଶୁଣାଯାଇଥିବା ୧୦ କୋଟି ହଡପ କରି  ଫେରାର୍ ହୋଇଯାଇ ଫେରି ଗିରଫ ହେବାଘଟଣା ରାଜ୍ୟରେ ଚାଞ୍ଚଲ୍ଯ ସୃଷ୍ଟି କରିଥିଲା ।  ଏବେ ସେ ମାମଲାର ଆତ୍ମସାତ୍ ଅର୍ଥର ପରିମାଣ କଟାଛଟା ହେଇ ଓ ତତ୍କାଳୀନ ଛଅଜଣ ଡିପିସି ଓ ଏଫ ସିଙ୍କୁ ଖସାଇଦେଇ ସବୁ ହଜମ ହୋଇଯାଇଥିବା କୁହାଯାଉଛି । ଅଭିଯୁକ୍ତମାନେ କୋଠାବାଡି, ଦୋକାନ,ବ୍ୟବସାୟ  କରି ଖୋଲାମେଲାରେ ବୁଲୁଛନ୍ତି  !

ମଝିରେ ଆଉ କେତେକଙ୍କ ବିରୁଦ୍ଧରେ  ଅସ୍ଥାୟୀ କର୍ମଚାରୀଙ୍କର କୋଟି କୋଟି ଆୟବହିର୍ଭୂତ ସମ୍ପତ୍ତି, ଦୁର୍ନୀତି ନିବାରଣ ବିଭାଗର ନୋଟିସ୍ , ଗଣମାଧ୍ୟମରେ ପ୍ରକାଶିତ ବହୁ ଅଭିଯୋଗ, ଅଡିଟ୍ ରିପୋର୍ଟ, ଯାଞ୍ଚ୍ ଆଦି ଉଠିଥିବା ସବୁ ଫୁସ୍ ହେଇଗଲା ।

ଏବେ ଗତ ୨୧ ତାରିଖରେ କେଜିବିଭି ଜେଣ୍ଡର କୋଅର୍ଡିନେଟର ପୁଷ୍ପାଙ୍ଗିନୀ ଯୋଷୀ ସୋଲବନ୍ଧ କେଜିବିଭି ଦାୟିତ୍ୱରେ ଥିବା ପ୍ରଧାନଶିକ୍ଷକଙ୍କ ଠାରୁ ବଦଳିପରେ ୟୁସି ଦେବାକୁ ୩୧ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହେବା ଖବର ଆଉ ଲୋକଙ୍କ ମନରେ ଚମକ ସୃଷ୍ଟି କରିପାରୁନାହିଁ ।

ତେବେ କେବଳ ବଲାଙ୍ଗୀରଜିଲ୍ଲା ନୁହେଁ, ସୋନପୁର, ବୌଦ୍ଧ, କଳହାଣ୍ଡି, ନୂଆପଡା ସବୁଠି ସେଇ ଏକା ଧରଣର ଦୁର୍ନୀତି ଆରମ୍ଭରୁ ଚାଲିଛି । ତଳୁ ଉପରସ୍ତର ପର୍ଯ୍ୟନ୍ତ ମିଳିତ ରାକେଟ୍ ଜରିଆରେ । ଏହାର ଏକ ମୁଖ୍ୟକାରଣ ହେଲା , ଏସବୁ ପ୍ରକଳ୍ପରେ ଅସ୍ଥାୟୀ କର୍ମଚାରୀମାନେ । ସେମାନଙ୍କୁ ଧରି ଜିଲ୍ଲାସ୍ତରରୁ ଓପେପା ବା ମନ୍ତ୍ରଣାଳୟ ପର୍ଯ୍ୟନ୍ତ ସବୁଠି ମାମ୍ ମାମ୍ । ଯୋଉଠି ଡାକ୍ତର , ଜେଠୁ କୋଟିବାଟେ ଗେଁଠି ଦେଲେ,  ସେଠି ଗୋବିନ୍ଦ ଗୋପାଳ କାଳୁରାମ୍ କୁ କିଏ ଆଖିପକଉଛି  !  ଜୟ କଳା  ! 

ସୋସିଆଲ୍ ମିଡିଆରେ ଜଣେ ସାମ୍ବାଦିକ ଲେଖିଲେ:  ଆଜି ଧରା ପଡିଥିବା ମହିଳା କର୍ମଚାରୀ ଜଣକ ସୋଲୋ ସୋଲୋ କାନ୍ଦିଲେ  !  ଆଗରୁ ବହୁବାର ତାଙ୍କର ଦୁର୍ନୀତିର ପର୍ଦ୍ଦାଫାଶ୍ କରିଛି ମିଡିଆ । କାନ୍ଦିଲେ କିହେବ କରୀନ୍ଦ୍ରଗମନା , ଇନ୍ଦ୍ର କି ସହଜେ ଛାଡିବ  ?


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like