-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ମଣିପୁର ର ମହିଳା ଙ୍କୁ ଉଲଗ୍ନ ଓ ଗଣ ଦୁଷ୍କର୍ମ ପ୍ରତିବାଦରେ ମହିଳା ସଂଗଠନର ନୀରବ ବିକ୍ଷୋଭ

22-Jul-2023



କଟକ (ପ୍ରେରଣା ଖବର )::ରାଜନୀତି ରୁ ଉର୍ଦ୍ଧରେ ରହି ନିଜ କର୍ତ୍ତବ୍ୟ କରିବା, ନିର୍ଯାତିତ ନିଷ୍ପେସିତ ମହିଳା ଙ୍କୁ ନ୍ୟାୟ ପ୍ରଦାନ ପୂର୍ବକ ମହିଳାଙ୍କୁ ସୁରକ୍ଷା ଯୋଗାଇଦେବା ପାଇଁ ଦାବି କରି ଆଯି କଟକ ସ୍ଥିତ ଯୁଡ଼ିସିଆଲ ଏକାଡେମୀ  ନିକଟରେ ରାସ୍ତା କଡ ଛକ ଉପରେ ମିଲିତ ସଙ୍ଗଠନର  ମହିଳା ମାନେ  ଏକତ୍ରିତ ହୋଇ ମହମବତୀ ଜଳାଇ ନୀରବ ପ୍ରତିବାଦ ଜଣାଇଥିଲେ।।

ନିକଟରେ ମଣିପୁର ରୁ ଆସିଥିବା ଏକ ଭିଡ଼ିଓ ସମଗ୍ର ଦେଶବାସୀଙ୍କୁ ଗଭୀର ଭାବେ ମର୍ମାହତ କରିଥିଲା।। ଶତାଧିକ କୁକି ମହିଳାଙ୍କ ପ୍ରତି ହୋଇଥିବା ଅକଥନୀୟ ନିର୍ଯାତନା ସମ୍ପର୍କ ରେ ସମ୍ବାଦ ପତ୍ର ରେ ଯାହା ପ୍ରକାଶ ପାଇଛି ତାହା ସଭ୍ୟ

ଶିକ୍ଷିତ ସମାଜ ର ଛାତି ଥାରାଇଦେଲl ଭଳି ଘଟଣା।। ଆଜି ଯେତେବେଳେ ସମଗ୍ର ଭାରବର୍ଷ ଚନ୍ଦ୍ରlୟନ ସଫଳ ଯାତ୍ରା କରିଛି ବୋଲି ଗର୍ବ କରୁଛି 
ଠିକ୍ ସେହି ସମୟରେ ଅଭଳୀ ଏକ ହ୍ରୁଦୟ ବିଦାରକ, ଜଘନ୍ୟ, ବର୍ବୋରଚିତ ମହିଳl ହିଂସା ମହିଳl ଙ୍କ ଅଧିକାରକୁ ଉଲ୍ଲଂଘନ କରିବା ସହ ଦେଶର ମହିଳାଙ୍କୁ ଅପମାନିତ, ବ୍ୟଥିତ ଓ ଲଜ୍ଜିତ କରିଛି।। ଗଣତନ୍ତ୍ର ପ୍ରତି ଏହା ଏକ ବିରାଟ ଆହ୍ବାନ।। ଆଜି ମାନବିକତା କ୍ଷତ ବିକ୍ଷତ ଓ ପରାଜିତ ମନେ ହେଉଛି।। ମହିଳାଙ୍କ ଶରୀର କାହିଁକି ବ୍ୟବହୃତ ହେବ ଯୁଧ୍ୟାଭୂମି ଭାବରେ।। ଆମେ ଏତେ କ୍ଷମତା ସମ୍ପନ୍ନ ହୋଇ ମହିଳାଙ୍କ ପାଇଁ ଏତେ ଆଇନ୍ ଥିବା ସତ୍ତ୍ବେ କାହିଁକି ସେମାନଙ୍କୁ ସୁରକ୍ଷା ଯୋଗାଇ ଦେଇ ଅପରାଧୀ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରୁନୁ।।ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନ ପୂର୍ବକ ବ୍ୟବସ୍ଥା କୁ ସୁଦୃଢ କରିବାକୁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯlଉ ।।

ଏହି ବାର୍ବୋରଚିତ ଘଟଣା କୁ ପ୍ରତିବାଦ କରି ବିଭିନ୍ନ ମହିଳା ସଙ୍ଗଠନ ଯଥା ଓଡ଼ିଶା ନାରୀ ସେବା ସଂଘ, ଉତ୍କଳ ମହିଳା ସମିତି,ପ୍ରୋଜେକ୍ଟ ସ୍ବରାଜ, ବସୁନ୍ଧରା, ଅlସ୍ଵସ୍ଥି  ଫାଉଣ୍ଡେସନ, ଅମ୍ବିକା ଫାଉଣ୍ଡେସନ, କଟକ ସେବା ଫାଉଣ୍ଡେସନ, ଦି ସଂସ୍କାର, ସେୱା ନାଓ, ଟିକିଦୁନିଆ, ସ୍ୱୟ ଶ୍ରି, ଆମ୍ବେଦ କର ମହିଳା ସଙ୍ଗଠନ ଅସପାୟର ଟ୍ରଷ୍ଟ, ର ପ୍ରତିନିଧି ମାନେ ଏକତ୍ରିତ ହୋଇ ପ୍ରତିବାଦ ସମାବେଶ ରେ ଅଂଶ ଗ୍ରହଣ କରିଥିଲେ।। ସାମାଜିକ କର୍ମୀ ଡଲି ଦାଶ, ସର୍ମିଠl ନାଥ, ମୀରା ବେଉରା, ରିନି ମହାନ୍ତି, କଲ୍ୟାଣୀ ସାହାଣୀ, ମିନାକ୍ଷୀ ପଣ୍ଡା, ନୟନା ନାୟକ ପ୍ରମୁଖ ସମାବେଶ କାର୍ଯକ୍ରମକୁ ପରିଚଳନl କରିଥଲେ।।
             


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like