-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ମନ୍ଦିର କମିଟି ବୈଠକ। ପୀଠକୁ ୫ଟି ସଚିବଙ୍କ ଗସ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ସହ ଅନୁରୋଧ କରାଯିବାକୁ ଆଲୋଚନା

23-Jul-2023



ବଲାଙ୍ଗୀର ଜିଲ୍ଲାର ବହୁ ପୁରାତନ ଐତିହାସିକ ଯୋଗିନୀ ପୀଠ ରାଣିପୁର ଝରିଆଲ ସୋମେଶ୍ୱର ମହାଦେବ ଙ୍କ ମନ୍ଦିର ପ୍ରାଙ୍ଗଣରେ ମନ୍ଦିର ପରିଚାଳନା କମିଟିର ବୈଠକ ସଭାପତି ମାଣିକ ଲାଲ ଜୈନ ଙ୍କ ସଭାପତିତ୍ୱ ଓ ଆବାହକ ଅନିଲ କୁମାର ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଯୋଗିନୀ ପୀଠରେ ରହିଥିବା ପାନୀୟ ଜଳ ସମସ୍ୟା, ବିଦ୍ୟୁତିକରଣ, ଆଲୋକୀ କରଣ, ସମିଆ ବନ୍ଧର ପୁନଃଉଦ୍ଧାର ଓ ସୌନ୍ଦର୍ଯ୍ୟ କରଣ,ପାର୍କ ନିର୍ମାଣ, ମୁଣ୍ଡପଦର ରୁ ରାଣୀପୁର ଝରିଆଲ ଓ ସିନ୍ଧେକେଲା ନିଶାନୀ ପାହାଡ ଠାରୁ ଝରିଆଲ ପର୍ଯ୍ୟନ୍ତ ରାସ୍ତାର ଦୋହରୀକରଣ ଆଦି ବିଭିନ୍ନ ବିଷୟରେ ଆଲୋଚନା କରାଯିବା ସହିତ ଏହି ପୀଠର ସାମଗ୍ରିକ ଉନ୍ନତି ଏବଂ ପର୍ଯ୍ୟଟକ ଙ୍କ ସୁବିଧା କୁ ଦୃଷ୍ଟିରେ ରଖି

ରହିଥିବା ଅସୁବିଧା ଗୁଡିକର ସମାଧାନ ପାଇଁ ଆସନ୍ତା ଅଗଷ୍ଟ ୪ ଓ ୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସୁଥିବା ୫ ଟି ସଚିବ ଭିକେ ପାଣ୍ଡିଆନ ଙ୍କୁ ଜଣାଇବା ପାଇଁ ଆଲୋଚନା ହୋଇଥିଲା। ପୂର୍ବରୁ ବିଜେଡି ସରକାରଙ୍କ ବହୁ ମନ୍ତ୍ରୀ ରାଣୀପୁର ଝରିଆଲ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କ ଫୋକସ ରେ ରାଣୀପୁର ଝରିଆଲ ଥିବା କହିଛନ୍ତି । ତେଣୁ ଐତିହାସିକ ପୀଠ ରାଣୀପୁର ଝରିଆଲ କୁ ୫ ଟି ସଚିବଙ୍କ ଗସ୍ତରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ କରାଯିବା ନେଇ ଆଲୋଚନା ହୋଇଥିଲା। ପ୍ରକାଶ ଯୋଗ୍ଯ ୧୯୭୨ ରେ କେବଳ ଯୋଗିନୀ ପୀଠକୁ ଏଏସଆଇ ନିଜ ଅଧୀନକୁ ନେଇଥିଲା କିନ୍ତୁ ୨୦୧୯ ମସିହାରେ ରାଣୀପୁର ଝରିଆଲ ସମସ୍ତ ମନ୍ଦିରକୁୁ ଜାତୀୟ ଐତିହ୍ୟ ମାନ୍ୟତା ପ୍ରଦାନ କରାଯାଇଥିଲେ ମଧ୍ୟ ଏହାର ଆଶାନୁରୂପ ବିକାଶ ଅଦ୍ୟାବଧି ପର୍ଯ୍ୟନ୍ତ ହୋଇ ପାରିନାହିଁ। କିଛି ଦିନ ତଳେ ପ୍ରେସକ୍ଲବ କଣ୍ଟାବାଞ୍ଜିର ତୃତୀୟ ବାର୍ଷିକୋତ୍ସବରେ ଅତିଥି ଭାବରେ ଯୋଗଦେବା ପାଇଁ

ଆସିଥିବା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶିବ ପ୍ରସାଦ ପରିଡା , ପ୍ରେସକ୍ଲବର ସଭାପତି ପ୍ରଭଜିତ ସିଂହ ସାଲୁଜା ଓ ରାଣୀପୁର ଝରିଆଲ ମନ୍ଦିର କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ ପୀଠ ବିଷୟରେ ଅବଗତ କରିଥିଲେ। ଏହାକୁନେଇ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଚଳିତ ମୌସୁମୀ ଅଧିବେଶନରେ ୨୦ ତାରିଖ ଦିନ ଷ୍ଟାର ପ୍ରଶ୍ନ ନମ୍ବର ୦୧ ରେ ବଲାଙ୍ଗୀର ଜିଲ୍ଲାରେ ସ୍ଥିତ ପ୍ରସିଦ୍ଧ ୬୪ ଯୋଗିନୀ ମନ୍ଦିର ସମୁହକୁ ୱାର୍ଲ୍ଡ ହେରିଟେଜ ଓ ସାଂସ୍କୃତିକସ୍ଥଳର ମାନ୍ୟତା ଦେବାପାଇଁ ରାଜ୍ୟସଭାରେ ଭାରତ ସରକାରଙ୍କ ସଂସ୍କୃତି ପର୍ଯ୍ୟଟନ ଏବଂ ଉତ୍ତର ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଏହାକୁନେଇ ରାଣୀପୁର ଝରିଆଲ ମନ୍ଦିର କମିଟି ପକ୍ଷରୁ ରାଜ୍ଯସଭା ସାଂସଦ ଶ୍ରୀ ବିଶି ଙ୍କୁ ଧନ୍ୟବାଦ ଦିଆଯାଇଥିଲା । ୫ ଟି ସଚିବ ଙ୍କ ଗସ୍ତପରେ ରାଣୀପୁର ଝରିଆଲ ର ବିକାଶ ସହିତ ରହିଥିବା ସମସ୍ୟା ଗୁଡିକ ଦୂର ହେବ ବୋଲି ଅଞ୍ଚଳବାସୀ ଆଶାବାଦୀ ଅଛନ୍ତି । ଏହି ବୈଠକରେ ମନ୍ଦିର କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ବରିଷ୍ଠ ବିଜେଡି ନେତା ଅଜୟ ଦାସ, ସମ୍ପାଦକ କ୍ଷୀରସିନ୍ଧୁ ଭୋଇ, ମଞ୍ଜେସ ମେହେର, କୃଷ୍ଣ ସାହୁ, ଗୋପୀନାଥ ସାହୁ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ , ସାମ୍ବାଦିକ ରଶ୍ମିରଞ୍ଜନ ପୁଟେଲ, ଅଶୋକ ଭୋଇ, ଶୁସାନ୍ତ ଥନାପତୀ, ଅଲଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ପରମାନନ୍ଦ ଭୋଇ, ଧନୀରାମ ଭୋଇ, ଇନ୍ଦ୍ରମଣି ଭୋଇ, ପ୍ରହଲ୍ଲାଦ ସାହୁ, ଲଲିତ ସାହୁ, ପହଲେଶ୍ବର ପୁଟେଲ, ନବକିଶୋର ଭରାସଗ୍ରିଆ ପ୍ରମୁଖ ଙ୍କ ସହ କମିଟି ସଦସ୍ୟ ଓ ଅଞ୍ଚଳବାସୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like