-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ ସଂଘ ର ବୈଠକ: ବାଲିଗୁଡା ଉପଖଣ୍ଡ ସ୍ତରୀୟ ନୂତନ କର୍ମକର୍ତ୍ତା ନିର୍ବାଚିତ

23-Jul-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ସଭାଗୃହରେ କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ବାଲିଗୁଡା ଉପଖଣ୍ଡ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l କନ୍ଧମାଳ ଜିଲ୍ଲାର ସାଧାରଣ ସମ୍ପାଦକ ପଦ୍ମଚରଣ ସାହୁ ମଞ୍ଚାସିନ କର୍ମକର୍ତ୍ତା ମାନଙ୍କର ପରିଚୟ ପ୍ରଦାନ କରିଥିଲେ l ଏଥିରେ ଜିଲ୍ଲା ସଭାପତି ସର୍ବେଶ୍ୱର ମିଶ୍ର, ଉପସଭାପତି ଅଚ୍ୟୁତାନନ୍ଦ କହଁର, ସାଧାରଣ ସମ୍ପାଦକ ପଦ୍ମଚରଣ ସାହୁ, ଉପଦେଷ୍ଟା ଡ଼ଃ.ରାଜକିଶୋର ବେହେରା ଏବଂ ପ୍ରସନ୍ନ କୁମାର ସାହାଣୀ ପ୍ରମୁଖ ଉପସ୍ଥିତ ରହି ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା l ପ୍ରଥମେ ଓଡିଶା ସାହିତ୍ୟ ଏକାଡେମୀର ସଚିବ ସ୍ବର୍ଗତ ପ୍ରବୋଧ ରାଉତଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା l ଜିଲ୍ଲା ସାଧାରଣ ସମ୍ପାଦକ ପଦ୍ମଚରଣ ସାହୁଙ୍କ ଅନୁରୋଧ କ୍ରମେ ସମସ୍ତେ ଓଁ କାର ବ୍ରହ୍ମନାଦ,ଓ ଗାୟତ୍ରୀ ମନ୍ତ୍ର ତିନିଥର ଉଚ୍ଚାରଣ କରିଥିଲେ l ଜିଲ୍ଲା ସଭାପତି ସର୍ବେଶ୍ୱର ମିଶ୍ର ଉପସ୍ଥିତ ବରିଷ୍ଠ ନାଗରିକ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ପ୍ରାରମ୍ଭିକ ସୂଚନା ଦେବା ସହ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସରକାରୀ ସ୍ତରରେ କଣ କଣ ସବୁ ସୁବିଧା ସୁଯୋଗ ରହିଛି ସେ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ l ଏଥିରେ ଯଦି କୌଣସି ପ୍ରକାରରେ ଅସୁବିଧା ହୁଏ, ତେବେ ସଙ୍ଗେ ସଙ୍ଗେ ସଂଘ କୁ ଜଣାଇବାକୁ କହିଥିଲେ l ବାଲିଗୁଡା ସଂଘ ର ସଭାପତି ଶ୍ରୀ ଖଣ୍ଡଗିରି ଅତୀତ ରେ ବିଭିନ୍ନ ସମସ୍ୟା ଓ ଅସୁବିଧା ସମ୍ପର୍କ ରେ ଅବଗତ କରାଇବା ସହ ସଦା ସର୍ବଦା ସମସ୍ତ ଙ୍କ ସହଯୋଗ ରହିଲେ ସବୁ କାର୍ଯ୍ୟ ସିଦ୍ଧି ହୋଇ ପାରିବ ବୋଲି ନିଜ ବକ୍ତବ୍ୟରେ କହିଥିଲେ l ପରେ ପରେ ବାଲିଗୁଡା ଉପଖଣ୍ଡ ସ୍ତରୀୟ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ଏଥିରେ ସର୍ବ ସମ୍ମତି କ୍ରମେ ସଭାପତି ଭାବେ ବିଜୟ ଚନ୍ଦ୍ର ଖଣ୍ଡଗିରି, ଉପ ସଭାପତି ଭାବେ ସିମାଞ୍ଚଳ ଆଚାର୍ଯ୍ୟ, ସମ୍ପାଦକ ଭାବେ ମନ୍ନଥ କୁମାର ରାଉଳ, ସହ ସମ୍ପାଦକ ଭାବେ କୈଳାଶ ଚନ୍ଦ୍ର ବେହେରା, ସଂଗଠନ ସମ୍ପାଦକ ଭାବେ ପୂର୍ଣ୍ଣ ଚନ୍ଦ୍ର ପଟ୍ଟନାୟକ, କୋଷାଧକ୍ଷ ଭାବେ ଦେବରାଜ ପାତ୍ର ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟ ନିର୍ବାହୀ ପରିଷଦ ସଭ୍ୟ ଭାବେ ପ୍ରହ୍ଲାଦ ପ୍ରସାଦ ଲେଙ୍କା, ରାଜକିଶୋର ସାହୁ, ଧ୍ରୁବ ଚରଣ ନାୟକ, ବାସୁଦେବ ସାହୁ, ସୁକାନ୍ତ ମାଝୀ, ବି.ଲୋକନାଥ ପାତ୍ର, ସି.ଏଚ.ଲକ୍ଷ୍ମୀ ନାରାୟଣ ପାତ୍ର ଏବଂ ଉପଦେଷ୍ଟା ଭାବେ ରବିନ୍ଦ୍ର ନାଥ ରଥ, ମଧୁସୂଦନ ମହାପାତ୍ର, ଚିନ୍ତାମଣି ମିଶ୍ର ପ୍ରମୁଖ ନିର୍ବାଚିତ ହୋଇଥିଲେ l ଉପଦେଷ୍ଟା ଶ୍ରୀମହାପାତ୍ର ବରିଷ୍ଠ ନାଗରିକ ମାନଙ୍କର ସମସ୍ୟା ଓ ଅସୁବିଧା ସମ୍ପର୍କ ରେ ନିଜ ନିଜ ତରଫରୁ ଅବଗତ କରାଇଥିଲେ l ଶେଷରେ ଉପଦେଷ୍ଟା ରବିନ୍ଦ୍ର ନାଥ ରଥ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like