-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଶିବତଲା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଟି ଏଲ୍ ଏମ୍ ମେଳା

23-Jul-2023



ବଲାଙ୍ଗିର (ପ୍ରେରଣା ଖବର ): ଗତ ୨୨ତାରିଖ ଦିନ ଶିବତଲା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଂଚଳିକ ସ୍ତରୀୟ ଟି ଏଲ୍ ଏମ୍ ମେଳା ଅନୁଷ୍ଠିତ ହୋଇଯାଇଛି। ଏଗାରଟି ବିଦ୍ୟାଳୟ ରୁ ମୋଟ ୨୦୦ ଟି ଟି ଏଲ୍ ଏମ୍ ପ୍ରଦର୍ଶିତ ହୋଇଥିଲା। ବଲାଙ୍ଗିର ସଦର ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତି ସଂଧ୍ୟାରାଣୀ ଧରୁଆ, ଶିବତଲା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତି ଶୁଭ‌ ଶାନ୍ତି ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପୂର୍ବତନ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ହୋଲିଶ୍ଵର ଧରୁଆ ସଭା ସଂଯୋଜନା କରିଥିବା ବେଳେ ଶିକ୍ଷକ ଶେଖ ଅବଦୁଲ ଆଲମ ଟି ଏଲ୍ ଏମ୍ ଓ ଆକ୍ଟିଭିଟି ମେଳା ର ଉଦେଶ୍ୟ ଓ ଉପାଦେୟତା ଉପରେ ଆଲୋକପାତ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତି ସଂଧ୍ୟାରାଣୀ ଧରୁଆ ଏକ ମେଗା ଟି ଏଲ୍ ଏମ୍ ମେଳା ଅନୁଷ୍ଠିତ ହୋଇଥିବାରୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିବା ବେଳେ ଶ୍ରେଣୀ ପରିଚାଳନା କାର୍ଯ୍ୟରେ ଫଳପ୍ରଦ ହେବ ବୋଲି ମତପ୍ରକାଶ କରିଥିଲେ।ସରପଞ୍ଚ ଶ୍ରୀମତି ମାଝୀ ଶିକ୍ଷାଦାନ କେବଳ କଳାପଟା ଓ ଚକ୍ ଖଡିରେ ସୀମିତ ନ ରହି ଟି ଏଲ୍ ଏମ୍ ର ବହୁଳ ବ୍ୟବହାର କଲେ ଛାତ୍ର ଛାତ୍ରୀ ମାନେ ଉପକୃତ ହେବେ ବୋଲି ମତପ୍ରକାଶ କରିଥିଲେ। ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚାଣ୍ଟିମୁଣ୍ଡାର ପ୍ରଧାନ ଶିକ୍ଷକ ଶ୍ରୀ ରଙ୍କମଣି ବିଶ୍ଵାଳ ଶିକ୍ଷାର୍ଥୀଙ୍କ ଗୁଣାତ୍ମକ ଶିକ୍ଷାଗ୍ରହଣ ରେ ଶିକ୍ଷକଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ। ଶିବତଲା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଦୀପ କୁମାର ମାଝୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମେଳା ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ କୀର୍ତ୍ତନ ବଗାର, ଗଣେଶ ବେହେରା, ଗିରିଧାରୀ ମାଝୀ, ସନ୍ତୋଷ କୁମାର ଧରୁଆ, ଦିଲ୍ଲୀପ ମେହେର, ଥିରେଶ ଚନ୍ଦ୍ର କୁମାର,ମହେଶ କୁମାର ଯୋଶୀ,ଛବିନ୍ଦ୍ର ବେହେରା, ସୁରେଶ ବଗତ୍ତୀ, ପ୍ରକାଶ କୁମାର ଯୋଶୀ, ଦୟାସାଗର ମଲ୍ଲିକ, ନୀଳମଣି ନାଏକ, ଶିକ୍ଷିକା ସଂଯୁକ୍ତା ଆଚାର୍ଯ୍ୟ, ଆନନ୍ଦିନୀ ପଣ୍ଡା, ଅଞ୍ଜଳି ନାଏକ, ପ୍ରସନ୍ନି ବେହେରା, କିଶୋରୀ ରଥ, ଶୁଭ ସ୍ମିତା ମହାଣା, ଶୁଭଶ୍ରୀ ବେହେରା, ସ୍ୱାଗତିକା ହୋତା, ସସ୍ମିତା ଛତ୍ରିଆ,ନିଲିମା ଦାସ,ଲିଲି ମେହେର, ରାଜଶ୍ରୀ ବାଗ, ଅନୁପମା କୁମାର, ମନିଷା ମିଶ୍ର, ପ୍ରଭାସିନୀ ସିଠା, ବିଦୁଭୁଷଣ ପ୍ରଧାନ ଓ ଚନ୍ଦନ ଭାଟି କେନ୍ଦ୍ର ସଂଯୋଜକ ଶ୍ରୀ ବେଣୁଧର ମାଝୀ ଯୋଗଦାନ କରିଥିଲେ। ପରିଶେଷରେ ବଲାଙ୍ଗିର ବ୍ଳକର ବେଶ୍ ଜଣାଶୁଣା ସାଧନ କର୍ମୀ ତଥା ପ୍ରଧାନ ଶିକ୍ଷକ ମହାଦେବ ମେଶ୍ଵା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026

You Might Also Like