-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||     

HOME   ଜିଲ୍ଲା

ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ୱେବିନାର

04-Oct-2020



ସୋନପୁର,୦୪/୧୦- ସୋନପୁର କଲେଜ ପଦାର୍ଥ ବିଜ୍ଞାନ ବିଭାଗ ଓ ଆଇକ୍ୟୁଏସିର ମିଳିତ ଆନୁକୂଲ୍ୟରେ ୱେବିନାର ନକଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ‘ଏଡଭାନ୍ସମେଣ୍ଟଏଣ୍ଡ ଇଭୋଲ୍ୟୁସନ ଅଫ୍ ଫିଜିକ୍ସ’ ଶୀର୍ଷକ ୱେବିନାର ଆରମ୍ଭରେ ବିଭାଗୀୟ ମୁଖ୍ୟ ଡ. ପ୍ରତିମା ରଥ ବିଷୟ ସଂପର୍କରେ ଆଲୋକପାତ କରିଥିଲେ । ସୋନପୁର କଲେଜ ଅଧ୍ୟକ୍ଷ ଡ. ତରୁଣ କୁମାର ମିଶ୍ର କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପଦାର୍ଥ ବିଜ୍ଞାନର ଅଗ୍ରଗତି ଓ ବିଜ୍ଞାନ ଯୁଗରେ ଏହାର ଆବଶ୍ୟକତା ସଂପର୍କରେ ସୂଚନା ଦେଇଥିଲେ । ସମ୍ବଲପୁର ମହିଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ଦାସ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ପଦାର୍ଥ ବିଜ୍ଞାନର ଅଗ୍ରଗତି ଓ ଏହାର ଆବଶ୍ୟକତା ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।  ଶେଷରେ ପଦାର୍ଥ ବିଜ୍ଞାନର ଅଧଯୟାପକ ଶଙ୍ଗମ ପଶାୟତ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026
  ରାଜ୍ୟ  
ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   11-May-2026
  ଜିଲ୍ଲା  
ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ   11-May-2026
  ଜିଲ୍ଲା  
ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   11-May-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   11-May-2026
  ଜିଲ୍ଲା  
୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    11-May-2026
  ଜିଲ୍ଲା  
ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା   11-May-2026

You Might Also Like