-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||     

HOME   ଜିଲ୍ଲା

୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

12-Dec-2020



(ପ୍ରେରଣା ଖବର)- ରାଉରକେଲା,  ହକିର ଅନ୍ତୁଡ଼ିଶାଳ ଭାବେ ପରିଚିତ ସୁନ୍ଦରଗଡ଼ ଜିଲ୍ଲାରେ   ଆସନ୍ତା ଡିସେମ୍ବର  ୨୩ ତାରିଖ ପୁରୁଷ ହକି ବିଶ୍ୱକପ ଆୟୋଜିତ ହେବ lଏଥିପାଇଁ ରାଉରକେଲାରେ ଥିବା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମ ସହିତ ବିଭିନ୍ନ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହୋଇଯାଇଛି। ଏହି ଅନ୍ତର୍ଜାତୀୟ କ୍ରୀଡ଼ାର ସଫଳ ପରିଚାଳନା ପାଇଁ ରାଉରକେଲାକୁ କିଭଳି ସବୁ ଦୃଷ୍ଟିରୁ ପ୍ରସ୍ତୁତ କରାଯିବ ତା’ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଶୁକ୍ରବାର ଦିନ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ରାଉରକେଲାରେ ଏହି ସମୀକ୍ଷା ବୈଠକ ହୋଇଯାଇଛି। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସହ କ୍ରୀଡ଼ା ସଚିବ ବିଶାଲ କୁମାର ଦେବ, କ୍ରୀଡ଼ା ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା, ଇଡକୋର ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂ ଏବଂ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ପ୍ରମୁଖ ଭାଗ ନେଇଥିଲେ। ୫-ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଯୋଗେ ବୈଠକରେ ସାମିଲ ହୋଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରଖିଥିଲେ। ଅନ୍ତର୍ଜାତୀୟ ହକି ମହାସଂଘର ସଭାପତି ନରିନ୍ଦର ବାତ୍ରା, ହକି ଇଣ୍ଡିଆ ସିଇଓ ଏଲେନା ନର୍ମାନ୍ ଏବଂ ଟେକନିକାଲ ଟିମ୍ ଏହି ସମୀକ୍ଷା ବୈଠକରେ ଯୋଗଦେଇ ରାଉରକେଲାରେ ହକି ବିଶ୍ୱକପ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ବୈଠକ ପୂର୍ବରୁ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏବଂ ଅନ୍ତର୍ଜାତୀୟ ହକି ମହାସଂଘର କର୍ମକର୍ତ୍ତାମାନେ ସେକ୍ଟର-୫ସ୍ଥିତ ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ବିଶ୍ୱକପର ସୁପରିଚାଳନା ପାଇଁ ଏହାର ଆବଶ୍ୟକ ନବୀକରଣ ସହ ଦର୍ଶକମାନଙ୍କ ପାଇଁ ୨୦ ହଜାରରୁ ଅଧିକ ଆସନ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ଉଚ୍ଚସ୍ତରୀୟ କମିଟି ସହରରେ ଥିବା ବିର୍ସା ମୁଣ୍ଡା ଷ୍ଟାଡିୟମ ମଧ୍ୟ ପରିଦର୍ଶନ କରିଥିଲେ।ବିଶ୍ୱକପର ଆବଶ୍ୟକତାକୁ ଦେଖି ରାଉରକେଲା ବିମାନ ବନ୍ଦରର ଉନ୍ନତିକରଣ, ସହରରେ ଖେଳାଳି ଓ ଅଫିସିଆଲମାନଙ୍କ ରହିବା ପାଇଁ ଆବଶ୍ୟକ ହୋଟେଲ ରୁମ ସହ ଆନୁଷଙ୍ଗିକ ଭିତ୍ତିଭୂମି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ରାଉରକେଲା ସ୍ମାର୍ଟ ସିଟି ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପକୁ ୨୦୨୩ ବିଶ୍ୱକପ ଦୃଷ୍ଟିରୁ ତ୍ୱରାନ୍ୱିତ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଗଣମାଧ୍ୟମକୁ କହିଥିଲେ ଯେ, ଭୁବନେଶ୍ୱର ସହ ରାଉରକେଲାରେ ବିଶ୍ୱକପ୍ ହକି ମ୍ୟାଚ ଖୋଳାଯିବ। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ପ୍ରସ୍ତୁତ କରାଯାଉଛି। ଷ୍ଟାଡିୟମ ଛଡ଼ା ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୧୮ରେ ଭୁବନେଶ୍ୱରରେ ହୋଇଥିବା ହକି ବିଶ୍ୱକପ ଅନ୍ତର୍ଜାତୀୟ କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ପାଇଁ ବିଶେଷ ଗୌରବ ଆଣି ଦେଇଥିଲା। ୨୦୨୩ ବିଶ୍ୱକପରେ ଏହି ପରିଚୟକୁ ଆହୁରି ଆଗକୁ ନେବା ପାଇଁ ଭୁବନେଶ୍ୱର ଏବଂ ରାଉରକେଲାରେ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ସମୀକ୍ଷା ବୈଠକରେ ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା, ରାଉରକେଲା ଏଡିଏମ୍ ଆବୋଲି ସୁନିଲ ନରୱଣେ, ପଶ୍ଚିମାଞ୍ଚଳ ଡିଆଇଜି କବିତା ଜଲାନ୍, ରାଉରକେଲା ଏସପି କେ ଶିବା ସୁବ୍ରମଣି, ରାଉରକେଲା ଇସ୍ପାତ କାରଖାନାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (କାର୍ମିକ) ପ୍ରଦ୍ୟୁତ କୁମାର ଦାଶ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ମାନବସମ୍ବଳ) ରାଜବୀର ସିଂ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026

You Might Also Like