-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ଜିଲ୍ଲା

କ୍ରୀଡା ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା

23-Jul-2023



ବରଗଡ଼:-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଟୁହିଲାମାଲ ଠାରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ସ୍ଥାନୀୟ ଉଚ୍ଚବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଧିରେନ କୁମାର ଦେବତାଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପଡା ଉଚ୍ଚବିଦ୍ୟାଳୟର କ୍ରୀଡା ଶିକ୍ଷକ ତଥା ବ୍ଲକ ସମ୍ପଦକ ବିଶିକେସନ ମେହେର ଏବଂ ବିଜେପୁର ବ୍ଲକ କ୍ରୀଡା ଶିକ୍ଷକ ସଙ୍ଗଠନ ପକ୍ଷରୁ ଅବସର କାଳୀନ ଉପଢ଼ୈାକନ ପ୍ରଦାନ ମାନପତ୍ର ପ୍ରଦାନ କରାଯାଇଥିଲା।ଅତିଥି ପରିଚୟ ପ୍ରଦାନ କରିଥିଲେ ବାଳକୃଷ୍ଣ ପୋଢ଼,ମଞ୍ଚ ପରିଚାଳନା କରିଥିବା ବେଳେ ସରୋଜ

ପୁରୋହିତ ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରିଥିଲେ।ବ୍ଲକ ସଭାପତି ସଚିତାନନ୍ଦ ପ୍ରଧାନ,ପୂର୍ବତନ ବ୍ଲକ ସଂଯୋଜକ ସୁରେନ୍ଦ୍ର ପ୍ରଧାନ,ସହସମ୍ପାଦକ ଲିଙ୍ଗରାଜ ଖମାରୀ,ଭବାନୀ ଶଙ୍କର ସାହୁ ପ୍ରମୁଖ ତାଙ୍କର ବିଗତ ଦିନର କାର୍ଯ୍ୟକଳାପ ଉପରେ ଗୁଣଗାନ କରିଥିଲେ।ଗଜାନନ ସାହୁ ମାନପତ୍ର ପଠନ କରିଥିବାବେଳେ ପିଟିଆଇ ସଂଘର ସଭାପତି ହୃଦାନନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମରେ ଉମାକାନ୍ତ ଡନସନା,ହରେକୃଷ୍ଣ ସାହୁ,ସ୍ଥାନୀୟ ଟୁହିଲାମାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ବୃନ୍ଦ ଏବଂ କମିଟି ସଦସ୍ୟଗଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like