-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

          ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଜେଆରସି ୟୁନିଟ ଗଠିତ

23-Jul-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ଠାରେ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଜୁନିୟର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଭବ୍ୟ ସଭାରେ ଉଭୟ ନବମ ଏବଂ ଦଶମ ଶ୍ରେଣୀରୁ ଛାତ୍ରଛାତ୍ରୀ ମାନଙ୍କୁ ଜୁନିୟର ରେଡକ୍ରସ ୟୁନିଟ ତରଫରୁ  ଆଗାମୀ ଦିନରେ ରେଡକ୍ରସର ସପ୍ତନୀତି ଅନୁପାଳନ ପୂର୍ବକ ମାନବୀୟ ସେବା ପ୍ରଦାନ କରିବାର ସୁଯୋଗ ଦିଆଯିବାର ଯୋଜନା ପ୍ରସ୍ତୁତ କରାଯାଇଛି । ହିନ୍ଦୀ ଶିକ୍ଷକ ନନ୍ଦି ଘୋଷ ବାରିକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ସେବା କାର୍ଯ୍ୟ ଉଦ୍ଦେଶ୍ୟରେ  ବିଭିନ୍ନ ପଦ ପଦବୀରେ ମନୋନୀତ କରାଯାଇଥିଲା । ସର୍ବସମ୍ମତି କ୍ରମେ ମୁସ୍କାନ ସାହୁ-ଚେୟାରପାର୍ସନ,

ଜନନୀକା ନାଏକ-ଭାଇସ ଚେୟାରପାର୍ସନ, ଲିପସା ଯୁଆଡି- ସଂପାଦିକା, ଅର୍ଚ୍ଚିତା ପଧାନ- ସହ-ସଂପାଦିକା, ଟିକେଶ୍ୱରୀ ସାହୁ- କମାଣ୍ଡର, ପ୍ରୀତି ଖର୍ସେଲ- ଭାଇସ୍ କମାଣ୍ଡର, ସୋମ୍ୟା ବଢେଇ-ସ୍ୱାସ୍ଥ୍ୟ ଓ ପରିମଳ ଗ୍ରୁପ ଲିଡର, ମମତା ଦୀପ- ସାମାଜିକ ସେବା ଗ୍ରୁପ ଲିଡର, ଲିଜା ସୁନା- ସାଂସ୍କୃତିକ ଗ୍ରୁପ ଲିଡର, ନମ୍ରତା ଭୁଏ -ପାଣ୍ଠି ସଂଗ୍ରହ ଗ୍ରୁପ ଲିଡର, ଲିକି ମାଝୀ - ଆନ୍ତର୍ଜାତିକ ବନ୍ଧୁତ୍ୱ ଗ୍ରୁପ ଲିଡର ଭାବରେ ଯଥାକ୍ରମେ ମନୋନୀତ ହୋଇଛନ୍ତି । ସର୍ବମୋଟ ୫୧ ଜଣ ଛାତ୍ରଛାତ୍ରୀ

୨୦୨୩-୨୪ ଶିକ୍ଷାବର୍ଷର ଜୁନିୟର ରେଡକ୍ରସ ୟୁନିଟ ରେ ସାମିଲ ହୋଇଛନ୍ତି ।  ପ୍ରାରମ୍ଭରେ ସ୍କୁଲର ଜେଆରସି କାଉନସିଲର ତଥା ସୁବର୍ଣ୍ଣପୁର ଜେଆରସିଓ ରବିଚନ୍ଦ୍ର ପଶାୟତ ଗତ ବର୍ଷ ୨୦୨୨-୨୩ ବର୍ଷର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଶିତୁ ସାହୁ ରାଜ୍ୟ ସ୍ତରୀୟ ଶିକ୍ଷା ଓ ତାଲିମ କ୍ୟାମ୍ପରେ ଯୋଗଦେଇଥିବାରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ସାଧନକର୍ମୀ ହୃଷିକେଶ ଡାଙ୍ଗ, ତପସ୍ୱିନୀ ଦାଶ, ରବିନ୍ଦ୍ର ନାଥ ଦୀପ, ବିସିସି ନିମାଇ ଚରଣ ମଲ୍ଲୀକ, ବରିଷ୍ଠ ଶିକ୍ଷକ ତଥା ସ୍କାଉଟ ମାଷ୍ଟର ଦୀନବନ୍ଧୁ ପ୍ରଧାନ, ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ, ସଂଜୀବ କୁମାର ପୂଜାରୀ ପ୍ରମଖ ଉପସ୍ଥିତ ରହି ମତବ୍ୟକ୍ତ  କରିଥିଲେ । ପରିଶେଷରେ ତନୁଶ୍ରୀ ଯୁଆଡି ଧନ୍ୟବାଦ ଅର୍ପଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like