-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ନିଷାନ୍ ସାହିତ୍ୟ ସଂସଦ ର ଏକାଦଶ ଅଠାରି କବିତା ଆସର ଅନୁଷ୍ଠିତ

23-Jul-2023



ତୁଷୁରା- ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଏକାଦଶ ଅଠାରି କବିତା ଆସର ନିଷାନ୍ ର ସଭାପତି ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜୁଲାଇ ୨୩ ତାରିଖ ରବିବାର ଅପରାହ୍ନ ୫ ଘଟିକା ସମୟରେ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିଷାନ୍ ର ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଂଚାଳନ କରିଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ଉଦୀୟମାନ ଯୁବ କଣ୍ଠଶିଳ୍ପୀ ଖଗେଶ୍ବର ବାଗ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ଉକ୍ତ ଆଭାସି କବିତା ଆସର ରେ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଯୁକ୍ତ ତିନି ମହାବିଦ୍ୟାଳୟ ର ଓଡ଼ିଆ ଅଧ୍ୟାପିକା କବୟିତ୍ରୀ ଆର୍. ପୁଷ୍ପାଞ୍ଜଳି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାଷା ସାହିତ୍ୟର ଅଗ୍ରଗତି ଦିଗରେ ଫେସବୁକ୍ କଳାପଟା ନିଷାନ୍ ର ନିରନ୍ତର ପ୍ରୟାସ କୁ ଭୂୟସୀ ପ୍ରଶଂସା କରିଥିଲେ । ସମ୍ମାନିତ ଅତିଥି ଭାବେ ଯୁବକବି ତଥା ଗାଳ୍ପିକ, ଅନୁବାଦକ ଶ୍ରୀପାଳ ପଣ୍ଡା ଯୋଗ ଦେଇ କବିତା ଓ କ୍ଷୁଦ୍ରଗଳ୍ପ ଶୁଣାଇ ଶ୍ରୋତାଙ୍କୁ ବାନ୍ଧି ରଖି ପାରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଯୁବକବି କୃଷ୍ଣେନ୍ଦୁ ହୋତା ମିମିକ୍ରି କରି ଓ କବିତା ଓ ଗିତ ଗାଇ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ନିଷାନ୍ ର ମୁଖ୍ୟ ଉପଦେଷ୍ଟା ସୋମନାଥ ମିଶ୍ର, ଗୋପୀକୃଷ୍ଣ ପାଣ୍ଡିଆ, ତରଣୀସେନ ମେହେର, ବନବାସ ମେହେର, କମଲେନ୍ଦୁ ହୋତା,ପ୍ରସନ୍ନ ହୋତା, ପ୍ରଦ୍ୟୁତ ହୋତା,ସତ୍ୟ ଭୂଷଣ ସାହୁ, ରାଜୀବ କୁମାର ପଟେଲ, ନିତ୍ୟାନନ୍ଦ ଷଡ଼ଙ୍ଗୀ, ଭକ୍ତବନ୍ଧୁ ସାହୁ, ପ୍ରହଲ୍ଲାଦ ଦଣ୍ଡସେନା, ସତ୍ଯ ନାରାୟଣ ମିଶ୍ର ତଥା କବୟିତ୍ରୀ ସାବିତ୍ରୀ ସାହୁ, ତୃପ୍ତିମୟୀ ତ୍ରିପାଠୀ, ପ୍ରୀତିମୟୀ ସାହୁ ଓ ସାଈଶିଖା ସତପଥୀ ସକ୍ରୀୟ ଅଂଶ ଗ୍ରହଣ କରିଥିଲେ । କବିତା ଆସର ଶେଷରେ ନିଷାନ ର କୋଷାଧ୍ୟକ୍ଷ କବି ଦେବେନ୍ଦ୍ର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like