-+91-9937148622 |

prerana_bgr@rediffmail.com |

  Wednesday 1st July 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଲୟର ପରିଚାଳନା କମିଟି ବୈଠକ - ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ଅନୁଦାନର ବିନିଯୋଗ ପାଇଁ ସ୍ବତନ୍ତ୍ର ଆଲୋଚନା

23-Jul-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ପରିଚାଳନା କମିଟି ବୈଠକ ଆଜି ମହାବିଦ୍ୟାଳୟ ସମ୍ମିଳନୀ  କକ୍ଷରେ କମିଟି ର ଅଧ୍ୟକ୍ଷ ସ୍ୱୟମ୍ଭୁନାଥ ଖଣ୍ଡଗିରୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ବୈଠକ ପ୍ରାରମ୍ଭ  ରେ କମିଟି ର ସମ୍ପାଦକ ତଥା ମହାବିଦ୍ୟାଳୟ ର ଅଧକ୍ଷ  ସୁଦାମ ଚରଣ ସହୁ ବୈଠକର ଉଦ୍ଦେଶ୍ୟ,ମହାବିଦ୍ୟାଳୟ ର ବିଭିନ୍ନ ସମସ୍ୟା  ଏବଂ ମହାବିଦ୍ୟାଳୟ କୁ ମିଳିଥିବା   ମୁଖ୍ୟମନ୍ତ୍ରୀ  ସ୍ଵତନ୍ତ୍ର  ସହ୍ୟତା ଅନୁଦାନ ବିଷୟ  ବୈଠକରେ ଉପସ୍ଥାପନ କରିଥିଲେ ।  କମିଟି ର ସଭାପତି  ସ୍ୱୟମ୍ଭୁନାଥ ଖଣ୍ଡଗିରୀ , ମହାବିଦ୍ୟାଳୟ  କୁ ମିଳିଥିବା ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସହାୟତା ଅନୁଦାନ ବିଷୟ ବୈଠକରେ ଆଲୋଚନା କରିଥଲେ।  ଏହି ସ୍ଵତନ୍ତ୍ର ଅନୁଦାନ ରୁ ମହାବିଦ୍ୟାଳୟ ରେ ଉଭୟ ଯୁକ୍ତ ୨ ଓ ଯୁକ୍ତ ୩ ବିଭାଗ  ପାଇଁ ୪ ଗୋଟି ସ୍ମାର୍ଟ ଶ୍ରେଣୀ ଗୃହ, ୨ ଗୋଟି ବିଜ୍ଞାନ ଲବୋରୋଟରି, ୪ ଗୋଟି ଶୌଚାଳୟ ( ଛାତ୍ରୀ ଙ୍କ ପାଇଁ ୨ ଓ ଛାତ୍ର ଙ୍କ ପାଇଁ ୨), ଦୁଇଗୋଟି ଇ - ଲାଇବ୍ରେରି ଏବଂ ୨ ଗୋଟି ପାନୀୟ ଜଳର ବ୍ୟବସ୍ଥା ଗ୍ରହଣ ପାଇଁ ପ୍ରକାଶ କରିଥିଲେ । ଉକ୍ତ ସମସ୍ତ କାର୍ଯ୍ୟକୁ ପରିଚାଳନା କମିଟି ର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଚଳିତ ବର୍ଷ ଡିସେମ୍ବର ୩୧ ସୁଦ୍ଧା ସାରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ।  ପରିଚାଳନା କମିଟି ର ସମସ୍ତ ସଦସ୍ୟ ଶ୍ରେଣୀ ଗୃହ ଗୁଡ଼ିକୁ ପରିଦର୍ଶନ କରିଥିଲେ। ମହାବିଦ୍ୟାଳୟ ରେ ଗଣିତ ଅଧ୍ୟାପକ ଅଭାବ ଥିବାରୁ, ଗଣିତ ଅଧ୍ୟାପକ ନିଯୁକ୍ତି ନିମନ୍ତେ ଆବଶ୍ୟକ ପଦକ୍ଷପ ନେବାକୁ ଅଧ୍ୟକ୍ଷ ଙ୍କୁ ଦାୟୀତ୍ୱ ଦିଆଯାଇଥିଲା।  ଏହି ବୈଠକରେ ପରିଚାଳନା କମିଟି ଅଧ୍ୟକ୍ଷ ସ୍ୱୟମ୍ଭୁନାଥ ଖଣ୍ଡଗିରୀ, ସମ୍ପାଦକ ତଥା ମହାବିଦ୍ୟାଳୟ ର ଅଧ୍ୟକ୍ଷ ସୁଦାମ ଚରଣ ସହୁ, ଅଧ୍ୟାପିକା ଶ୍ରୀମତୀ ଗୀତାଞ୍ଜଳୀ ପୂଜାହାରୀ, ଅଧ୍ୟାପକ ଡ. ହିମାଂଶୁ ଶେଖର ପାଢ଼ୀ, ରାଧାକାନ୍ତ ବାଘ, ଶୟଦ୍ ମୂଜାଫର ଅଲି, ପୂର୍ବତନ ବ୍ଳକ ଅଧ୍ୟକ୍ଷ ରଞ୍ଜିତ କୁମାର ରଥ, ମୌଷମୀ ମେରଲି ,  ନିଳୀମା ପଣ୍ଡା ଓ ଜଗଦୀଶ ସହୁ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026
  ଜିଲ୍ଲା  
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   01-Jul-2026
  ଜିଲ୍ଲା  
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା   01-Jul-2026
  ଜିଲ୍ଲା  
ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   01-Jul-2026
  ଜିଲ୍ଲା  
ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା   01-Jul-2026
  ରାଜ୍ୟ  
ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ   01-Jul-2026
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026

You Might Also Like