-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଲୟର ପରିଚାଳନା କମିଟି ବୈଠକ , - ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ଅନୁଦାନର ବିନିଯୋଗ ପାଇଁ ସ୍ବତନ୍ତ୍ର ଆଲୋଚନା

23-Jul-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ପରିଚାଳନା କମିଟି ବୈଠକ ଆଜି ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ କମିଟି ର ଅଧ୍ୟକ୍ଷ ସ୍ୱୟମ୍ଭୁନାଥ ଖଣ୍ଡଗିରୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ବୈଠକ ପ୍ରାରମ୍ଭ ରେ କମିଟି ର ସମ୍ପାଦକ ତଥା ମହାବିଦ୍ୟାଳୟ ର ଅଧକ୍ଷ ସୁଦାମ ଚରଣ ସହୁ ବୈଠକର ଉଦ୍ଦେଶ୍ୟ,ମହାବିଦ୍ୟାଳୟ ର ବିଭିନ୍ନ ସମସ୍ୟା ଏବଂ ମହାବିଦ୍ୟାଳୟ କୁ ମିଳିଥିବା ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସହ୍ୟତା ଅନୁଦାନ ବିଷୟ ବୈଠକରେ ଉପସ୍ଥାପନ କରିଥିଲେ । କମିଟି ର ସଭାପତି ସ୍ୱୟମ୍ଭୁନାଥ ଖଣ୍ଡଗିରୀ , ମହାବିଦ୍ୟାଳୟ କୁ ମିଳିଥିବା ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସହାୟତା ଅନୁଦାନ ବିଷୟ ବୈଠକରେ ଆଲୋଚନା କରିଥଲେ। ଏହି ସ୍ଵତନ୍ତ୍ର ଅନୁଦାନ ରୁ ମହାବିଦ୍ୟାଳୟ ରେ ଉଭୟ ଯୁକ୍ତ ୨ ଓ ଯୁକ୍ତ ୩ ବିଭାଗ ପାଇଁ ୪ ଗୋଟି ସ୍ମାର୍ଟ ଶ୍ରେଣୀ ଗୃହ, ୨ ଗୋଟି ବିଜ୍ଞାନ ଲବୋରୋଟରି, ୪ ଗୋଟି ଶୌଚାଳୟ ( ଛାତ୍ରୀ ଙ୍କ ପାଇଁ ୨ ଓ ଛାତ୍ର ଙ୍କ ପାଇଁ ୨), ଦୁଇଗୋଟି ଇ - ଲାଇବ୍ରେରି ଏବଂ ୨ ଗୋଟି ପାନୀୟ ଜଳର ବ୍ୟବସ୍ଥା ଗ୍ରହଣ ପାଇଁ ପ୍ରକାଶ କରିଥିଲେ । ଉକ୍ତ ସମସ୍ତ କାର୍ଯ୍ୟକୁ ପରିଚାଳନା କମିଟି ର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଚଳିତ ବର୍ଷ ଡିସେମ୍ବର ୩୧ ସୁଦ୍ଧା ସାରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ। ପରିଚାଳନା କମିଟି ର ସମସ୍ତ ସଦସ୍ୟ ଶ୍ରେଣୀ ଗୃହ ଗୁଡ଼ିକୁ ପରିଦର୍ଶନ କରିଥିଲେ। ମହାବିଦ୍ୟାଳୟ ରେ ଗଣିତ ଅଧ୍ୟାପକ ଅଭାବ ଥିବାରୁ, ଗଣିତ ଅଧ୍ୟାପକ ନିଯୁକ୍ତି ନିମନ୍ତେ ଆବଶ୍ୟକ ପଦକ୍ଷପ ନେବାକୁ ଅଧ୍ୟକ୍ଷ ଙ୍କୁ ଦାୟୀତ୍ୱ ଦିଆଯାଇଥିଲା। ଏହି ବୈଠକରେ ପରିଚାଳନା କମିଟି ଅଧ୍ୟକ୍ଷ ସ୍ୱୟମ୍ଭୁନାଥ ଖଣ୍ଡଗିରୀ, ସମ୍ପାଦକ ତଥା ମହାବିଦ୍ୟାଳୟ ର ଅଧ୍ୟକ୍ଷ ସୁଦାମ ଚରଣ ସହୁ, ଅଧ୍ୟାପିକା ଶ୍ରୀମତୀ ଗୀତାଞ୍ଜଳୀ ପୂଜାହାରୀ, ଅଧ୍ୟାପକ ଡ. ହିମାଂଶୁ ଶେଖର ପାଢ଼ୀ, ରାଧାକାନ୍ତ ବାଘ, ଶୟଦ୍ ମୂଜାଫର ଅଲି, ପୂର୍ବତନ ବ୍ଳକ ଅଧ୍ୟକ୍ଷ ରଞ୍ଜିତ କୁମାର ରଥ, ମୌଷମୀ ମେରଲି , ନିଳୀମା ପଣ୍ଡା ଓ ଜଗଦୀଶ ସହୁ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026

You Might Also Like