-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଓଷ୍ଟା ସୁବର୍ଣ୍ଣପୁରର ଚତୁର୍ଥ ସାମ୍ବିଧାନିକ ସମ୍ବିଲନୀ ଓ ନୂତନ କର୍ମକର୍ତ୍ତା ମନୋନୟନ

24-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ରବିବାର ଓଷ୍ଟା ସୁବର୍ଣ୍ଣପୁର ଜିଲ୍ଲାର ଚତୁର୍ଥ ସାମ୍ବିଧାନିକ ସମ୍ବିଲନୀ ଓ ନୂତନ କର୍ମକର୍ତ୍ତା ମନୋନୟନ ଅନୁଷ୍ଟିତ ହୋଇଯାଇଛି।ଜିଲ୍ଲା ସଭାପତି ବୈଦ୍ୟନାଥ କର୍ଣ୍ଣଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମ୍ବିଳନୀରେ ରାଜ୍ୟ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାସ,ଯୁଗ୍ମ ସମ୍ପାଦକ ବ୍ରଜ କିଶୋର ବିଶ୍ଵାଳ,ପୂର୍ବତନ ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ,ଜିଲ୍ଲା ଉପଦେଷ୍ଟା ପ୍ରମୋଦ ପଣ୍ଡା,ପର୍ଯ୍ୟବେକ୍ଷକ ସୁଧୀର ନାଏକ,ରାଜ୍ୟ ସହ ସମ୍ପାଦକ ଆଶୁତୋଷ ରଥ,ବରଗଡ଼ ଜିଲ୍ଲା ସମ୍ପାଦକ ସଞ୍ଜୟ କୁମାର ସିଂ,ବୌଦ୍ଧ ଜିଲ୍ଲା ସଭାପତି ପୀତବାସ ପଣ୍ଡା ପ୍ରମୁଖ ଯୋଗଦେଇ ସଂଘର ଆଗାମୀ ଲକ୍ଷ ଉପରେ ଆଲୋକପାତ କରିଥିଲେ । ପ୍ରାରମ୍ଭରେ ଅମିୟ ମହାନ୍ତି ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶୁଶିଲ କୁମାର ବିଶି ସଂପାଦକୀୟ ବିବରଣୀ ଓ ଆୟ ବ୍ୟୟ ପଠନ ଓ ଶେଷରେ ଆଖୋଜ ପଧାନ  ଧନ୍ୟବାଦ ଅର୍ପଣ କରିଥିଲେ।ଦ୍ଵିତୀୟ ପର୍ଯ୍ୟାୟରେ ସମସ୍ତଙ୍କ ଉପସ୍ଥିତିରେ ଆଗାମୀ ତିନି ବର୍ଷ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଓଷ୍ଟା ସଂଘର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା ।ଏଥିରେ ସଭାପତି ଭାବେ ଅଖୋଜ ପଧାନ,କାର୍ଯ୍ୟକାରୀ ସଭାପତି ପ୍ରେମାନନ୍ଦ ହୋତା,ଉପ ସଭାପତି ଗତିକୃଷ୍ଣ ମିଶ୍ର,ପ୍ରମୋଦ ପଧାନ,ଦୀପଶିଖା ମହାପାତ୍ର,ଯୁଗ୍ମ ସମ୍ପାଦକ ଚନ୍ଦ୍ର ଶେଖର ମହାପାତ୍ର,ଶୋଭାଚନ୍ଦ୍ର ବାରିକ,ଅନୁସୟା ମିଶ୍ର,ସମ୍ପାଦକ ଶୁଶିଲ କୁମାର ବିଶି ଚୟନ ହୋଇଥିବା ବେଳେ କାର୍ଯ୍ୟକାରୀ ସଦସ୍ୟ ଭାବରେ ମଧୁସୂଦନ ମହାକୁର,ରବୀନ୍ଦ୍ର ମିଶ୍ର,ରତ୍ନାକର କର୍ଣ୍ଣ,ହୃଷୀକେଶ ଡ଼ାଙ୍ଗ ପ୍ରମୁଖ ରହିଛନ୍ତି।ଶେଷରେ ପୂର୍ବତନ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ ନୂତନ କର୍ମକର୍ତ୍ତାଙ୍କୁ ଶପଥ ପାଠ କରାଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like