-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ମୁଖ୍ୟ ସଡ଼କରେ ଲାଗିଥିବା ବିଦ୍ୟୁତ କେବୁଲ ହେଲା ବିପଦ , ଜଳିଗଲା କଣ୍ଟେନର

24-Jul-2023



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଗ୍ରାମର ମୁଖ୍ୟ ସଡ଼କରେ ବିଦ୍ୟୁତ ବିଭାଗ ପକ୍ଷରୁ ଲାଗିଥିବା କେବୁଲ ତଳ କୁ ଓହ୍ଲାଇ ହୋଇଥିବାରୁ ବିପଦ ର କାରଣ ହୋଇଛି । ସୂଚନାଯୋଗ୍ୟ ଯେ ଆଜି ରବିବାର ଦିନ ଦ୍ୱିପ୍ରହରରେ ବଲ ବିଭରେଜ ପେକେଜିଙ୍ଗ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ଶ୍ରୀ ସିଟି ଆନ୍ଧ୍ରପ୍ରଦେଶ ରୁ ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ସରମୁହାଣ ଠାରେ ଥିବା ମାଇକେଲ Breweries କୁ (୭ ହିଲସ ନାମକ)  ଏକ ଖାଲି ବିଅର କେନ୍ଡ଼ବା ବୋଝେଇ କଣ୍ଟେନର ନମ୍ବର ଏମଏଚ ୨୩ ଡବ୍ଲୁ ୪୪୭୫  କଳାହାଣ୍ଡି ପଟରୁ ଆସି ୪୨ ନମ୍ବର ରାଜ୍ୟ ରାଜପଥ ବଙ୍ଗୋମୁଣ୍ଡା ରାସ୍ତା ଦେଇ ଯାଉଥିବା ବେଳେ ସିନ୍ଧେକେଲା ମୁଖ୍ୟ ସଡ଼କ ରେ ବିଦ୍ୟୁତ କେବୁଲ ରେ ଘଷି ହୋଇଥିଲା କିନ୍ତୁ ସେତେବେଳେ କିଛି ଜାଣି ହେଲା ନାହିଁ । ଧୀରେ ଧୀରେ ସେଥିରେ ନିଆଁ ବାହାରି ସିନ୍ଧେକେଲା ରୁ ତିନି ଚାରି କିଲୋମିଟର ଗଲାପରେ ସାଲେମୁଡ଼ଗା ଗ୍ରାମର କେନାଲ ନିକଟରେ ହୁ ହୁ ହୋଇ ଜଳି ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପକ୍ଷରୁ ଦମକଳ ପହଞ୍ଚି

ଅଗ୍ନିଶମ ବାହିନୀ ନିଆଁ କୁ ଆୟତ୍ତ କରିଥିଲେ  ତଥାପି କଣ୍ଟେନର ର ବହୁ ଅଂଶ ପୋଡି ଯାଇଥିଲା। ସିନ୍ଧେକେଲା ପୋଲିସ ମଧ୍ଯ ଉପସ୍ଥିତ ଥିଲେ। ହାରାହାରି ୧୦ ଲକ୍ଷ ଟଙ୍କାର ସାମଗ୍ରୀ  କ୍ଷତି ହୋଇଥିବା ଜଣାପଡିଛି । ଉକ୍ତ କେବୁଲ ବହୁ ଦିନରୁ ଏଭଳି ଅବସ୍ଥାରେ ଅଛି , ବାରମ୍ବାର ବିଦ୍ୟୁତ ବିଭାଗ କୁ ଅଭିଯୋଗ କଲା ପରେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି । ଯାହା ଫଳରେ ଆଜି ଏଭଳି ଘଟଣା ଦେଖିବାକୁ ମିଳିଛି । ଅତିଶୀଘ୍ର ଏହାର ସମାଧାନ କରିବା ପାଇଁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like