-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ

24-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସହର କୁଲିପଡ଼ାର ଅବସରପ୍ରାପ୍ତ ଶିକ୍ଷକ ଦୈତାରୀ ମେହେର(୮୩)ଙ୍କ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ଶୁଣିବା ପରେ ଶିକ୍ଷା ପ୍ରେମୀ ମହଲରେ ଶୋକର ଛାୟା ଖେଳିଯାଇଛି ।ସୂଚନା ଯୋଗ୍ୟ ଯେ ସେ ଜଣେ ସରଳ, ମିଷ୍ଟଭାଷୀ ତଥା ପରୋପକାରୀ ଭାବରେ ବେଶ ଜଣାଶୁଣା।ଏପରିକି ଚାକିରୀ ଜୀବନରେ ଅନେକ ସ୍କୁଲରେ ଶିକ୍ଷକତା କରି ଛାତ୍ରଛାତ୍ରୀ ମାନଙ୍କୁ ଆଦର କରିବା ସହିତ ଶିକ୍ଷାଦାନ ପ୍ରତି ଗୁରୁତ୍ତ୍ଵ ଦେଉଥିଲେ ।ସେହିପରି ଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକୁ ଦକ୍ଷତାର ସହିତ ସମ୍ପାଦନ ଏବଂ ଭବିଷ୍ୟତ ଗଠନ ଦିଗରେ ଅନେକଙ୍କୁ ମାର୍ଗ ଦର୍ଶନ ଦେଇଥିବାରୁ ବିଭିନ୍ନ ସମୟରେ ସମ୍ମାନିତ ହୋଇଥିଲେ। ତାଙ୍କର ଶେଷ ଚାକିରୀ ଜୀବନ ବିନିକା ବ୍ଲକ ଅନ୍ତର୍ଗତ ସିନ୍ଦୁରପୁର ପଞ୍ଚାୟତ ବିଶାଳପାଲି ସ୍କୁଲ ଠାରେ କଟିଥିଲା।ସେଠାରୁ ଅବସର ପରେ ଆଧ୍ୟାତ୍ମିକ ମାର୍ଗ ଓ ସମାଜ ସେବାରେ ବିଶେଷ ଧ୍ୟାନ ଦେଉଥିଲେ । ତାଙ୍କର ଅଚାନକ ପରଲୋକ ଖବର ଶୁଣି ଅଞ୍ଚଳର ଅନେକ ବ୍ୟକ୍ତି ବିଶେଷ ତାଙ୍କ ଘରକୁ ଆସି ଶେଷ ଦର୍ଶନ କରିବାର ସୁଯୋଗ ପାଇଥିଲେ।ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ଦୁଇ ପୁଅ,ବୋହୂ,ଝିଅ,ନାତି ନାତୁଣୀ ଓ ପରିବାର ବର୍ଗ ଉପସ୍ଥିତ ଥିଲେ। ନିକଟ ମହାନଦୀ ଶ୍ଵସାନ ଘାଟରେ ତାଙ୍କର ଅନ୍ତେଷ୍ଟ୍ରିକ୍ରିୟା ସଂପନ୍ନ କରାଯାଇଥିଲା ବଡ଼ପୁଅ ରାମେଶ୍ବର ମେହେର ମୁଖାଗ୍ନୀ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026

You Might Also Like