-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :ବିଭିନ୍ନ ୪୨ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ 

24-Jul-2023



ସୁବର୍ଣ୍ଣପୁର/ଉଲୁଣ୍ଡା (ମନୋରଞ୍ଜନ ତ୍ରିପାଠୀ ଓ ଗୌର ପରିଛା ଙ୍କ ରିପୋର୍ଟ ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ  ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୫ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୧୭ ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୯ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା  ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ମୁଖ୍ୟମନ୍ତ୍ରୀ ସହାୟତା କୋଷ ରୁ ସହାୟତା ପାଇଁ କ୍ଷମାଲୋଇ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସିନ୍ଦ୍ରିଆବାହାଲ ର ନଳିନୀ କୁମ୍ଭାରଙ୍କ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ ଶିବିରରେ ଉଲୁଣ୍ଡା ବ୍ଲକ  ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ର ୧୨ ଜଣ ଯୋଗ୍ୟ ହିତାଧିକାରୀ - ସୀତା ପେରା, ଠାକୁର ମହାନନ୍ଦ, ଶମ୍ଭୁ ବାଦୀ, କୁମାରୀ ବେସ୍ରା, ଦେବକୀ ସେଠୀ, ମାଧବୀ ପରଡିଆ, ସୀତା ସେଠୀ, ଘରଜୁଗୀ ସେଠୀ, ହେମକାନ୍ତି ସେଠ, ମୀରା ବେଦବାକ, ଯଜ୍ଞ ବାଗ, ଓ ବିନୋଦ ବିହାରୀ ନନ୍ଦ ପ୍ରମୁଖଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ମଧୁବାବୁ ପେନସନ ଯୋଜନା ମାଧ୍ୟମରେ ଜିଲ୍ଲାପାଳ ଙ୍କ ଦ୍ୱାରା ପ୍ରଥମ କିସ୍ତି ଭତ୍ତା ପ୍ରଦାନ କରାଯାଇଥିଲା l ବିଡିଓ, ଉଲୁଣ୍ଡା କରିଶ୍ମା  ବେଶ୍ରା  ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା  ନିର୍ବାହୀ ଅଧିକାରୀ ସନତ କୁମାର ନାୟକ , ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଅବକାରୀ ଆରକ୍ଷୀ ଅଧିକ୍ଷକ ସୁମତି ତ୍ରିପାଠୀ,ଏସ୍ଡିପିଓ ବୀରମହାରାଜପୁର ଡ଼ୋଲାମଣୀ ଭୋଇ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟକ୍ରମ ଅଧିକାରୀ ଅନିତା ଗୁରୁ, ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like