-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବଜ୍ରପାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ 

24-Jul-2023



ବଲାଙ୍ଗିର(ପ୍ରେରଣା ଖବର ): ବଜ୍ରପାତ ବା ବିଜୁଳି ମାରିବା ଯୋଗୁଁ ଅନେକ ଜୀବନ ହାନି ହେଉଅଛି । ଏହାକୁ ଲକ୍ଷ୍ୟ କରି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର  ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ବଜ୍ରପାତ ପ୍ରତି ସାବଧାନ ସଚେତନତା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି 

ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ  ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ବିପତ୍ତି
ଓ ବିପର୍ଯ୍ୟୟ  ପରିଚାଳନା ସାଧନ କର୍ମୀ   ରାମ ନାରାୟଣ ଦାଶ ଯୋଗଦେଇ ଥିଲେ । ଘଡଘଡି ଶବ୍ଦ ଶୁଣିଲେ ଖୋଲା ସ୍ଥାନରୁ ଯଥାଶୀଘ୍ର କୌଣସି ନିରାପତ୍ତା ଆଶ୍ରୟ ସ୍ଥଳି ଭିତରକୁ ଚାଲି ଆସିବା, ଶରୀରରୁ ଧାତୁ ତିଆରି ଜିନିଷ ଅଲଗା କରିବା, ଘର ଭିତରେ ଥିବା ବେଳେ ଝରକା, କବାଟ ଓ କାନ୍ଥ ଠାରୁ ଛାଡି କରି ରହିବା, ବିଦ୍ୟୁତ ପ୍ରବାହିତ ବସ୍ତୁ ଠାରୁ ଦୂରେଇ

ରହିବା, ଟେଲିଫୋନ ଓ ମୋବାଇଲ ଫୋନ ବ୍ୟବହାର ନ କରିବା, ଯଥା ସାଧ୍ୟ କମ ଉଚ୍ଚତାରେ ରହିବା, କୌଣସି ଗଛ ତଳେ ନ ରହିବା ପାଇଁ ଛତ୍ରଛାତ୍ରୀଙ୍କୁ ବୁଝାଇଥିଲେ । ବଜ୍ରପାତରୁ ରକ୍ଷା ପାଇବା ପାଇଁ ବସିବା କୌଶଳ ବିଷୟରେ ଡେମୋଷ୍ଟେସନ ମାଧ୍ୟମରେ ଛତ୍ରଛାତ୍ରୀଙ୍କୁ   ବିପତ୍ତି ଓ ବିପର୍ଯ୍ୟୟ ପରିଚାଳନା ସାଧନ କର୍ମୀ ଶିଖାଇ ଥିଲେ । ଛତ୍ରଛାତ୍ରୀମାନେ ନିଜ ନିଜ ପରିବାର ସଦସ୍ୟ ତଥା ଗ୍ରାମବାସୀଙ୍କୁ ସଚେତନ କରିବା ପାଇଁ ବଜ୍ରପାତ ପ୍ରତି ସାବଧାନତା ପୋଷ୍ଟର ବଣ୍ଟନ କରଯାଇଥିଲା ।  କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ସମୀର ସେଠୀ, ଶିକ୍ଷୟିତ୍ରୀ  ରେଣୁକା ସାହୁ, ଦ୍ରୌପଦୀ ଭୋଇ, କାନ୍ତି  ଭୋଇ,  ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।  କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ ଲିଙ୍ଗରାଜ ନନ୍ଦ ପରିଚାଳନା କରିଥିଲା ବେଳେ ଶିକ୍ଷକ  ଦୀପକସେନ ଧରୁଆ  ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like