-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଦ୍ଵାରା "ମୋର ବିନକା ମତେ ସୁନ୍ଦର"ସେଲଫି ପଏଣ୍ଟ ଉଦ୍ଘାଟିତ

24-Jul-2023



 ବିନିକା(ହିମାଂଶୁ ଶେଖର ପୁଟେଲ)ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ବିନିକା ଗସ୍ତରେ ଆସି ଜନକଲ୍ୟାଣ ଉଦ୍ଦେଶ୍ୟରେ ନିର୍ମାଣ ହୋଇଥିବା ବିଭିନ୍ନ ପ୍ରକଳ୍ପ ଗୁଡ଼ିକୁ ଉଦ୍ଘାଟନ କରିଛନ୍ତି ।ଏହି ଅବସରରେ ବିନିକା ଏନଏସି ମୁଖ୍ୟ ଫାଟକ ଠାରେ ୧୯ଲକ୍ଷ ୮୧ହଜାର ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା "ମୋର ବିନକା ମତେ ସୁନ୍ଦର" ସେଲଫି ପଏଣ୍ଟକୁ ଉଦ୍ଘାଟନ କରିଥିଲେ।ପରେ ସେଲ୍ଫି

ପଏଣ୍ଟ ପରିସର ଭିତରକୁ ଯାଇ ବିଧାୟକ ସୁଇଚ ଦବାଇ ତାର ସୌନ୍ଦର୍ଯ୍ୟକରଣକୁ ପ୍ରତିଫଳିତ କରିଥିଲେ ।ସେହିପରି ମହାନଦୀ ସେତୁ ନିକଟ ବିଜୁ ପଟ୍ଟନାୟକ ପାର୍କ ଠାରେ ଶାରୀରିକ ସୁସ୍ଥ ପାଇଁ ୨୯ଲକ୍ଷ ୭୧ହଜାର ଟଙ୍କା ବ୍ୟୟରେ

ନିର୍ମାଣ ହୋଇଥିବା ସର୍ବସାଧାରଣ ବ୍ୟାୟାମ ଶାଳ ଏବଂ ଶିଶୁ କ୍ରୀଡା ସ୍ଥଳୀକୁ ଲୋକାର୍ପଣ କରିଥିଲେ ।ପରେ ସ୍ଥାନୀୟ ଏନଏସି କାର୍ଯ୍ୟାଳୟକୁ ଆସି ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଥିବା ନୂତନ ୧୭ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ବିନିକା ତହସିଲ ଦାର ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମୁକ୍ତେଶ୍ଵର ପାଣିଗ୍ରାହୀ,ଏନଏସି ଉପଧକ୍ଷା ତପସ୍ୱିନୀ ମେହେର, ବିଜେଡ଼ି ନଗର ସଭାପତି ସୋମନାଥ ମିଶ୍ର,ବ୍ଲକ ସଭାପତି ଦ୍ବାରିକାନାଥ ସାହୁ,ନଗର ମହିଳା ମୋର୍ଚା ସଭାନେତ୍ରୀ ଲକ୍ଷ୍ମୀ ମେହେର,ସମସ୍ତ କାଉନସିଲ,ଏନଏସି ଷ୍ଟାଫଙ୍କ ସମେତ ବହୁ ବିଜେଡ଼ି କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like