-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ନବ ନିର୍ବାଚିତ ସଭାପତି ସତ୍ୟ ନାରାୟଣ ଭୋଇ ଙ୍କ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

24-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଅଗ୍ରେସନ ଭବନ ଠାରେ ଆଦିବାସୀ କଲ୍ୟାଣ ସଂଘ ର ନବ ନିର୍ବାଚିତ ସଭାପତି ସତ୍ୟ ନାରାୟଣ ଭୋଇ ଙ୍କ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି l ଏହି ସଭା ଟି କାଁହୁଚରଣ ପଧାନ ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମରେ ସତ୍ୟ ନାରାୟଣ ଭୋଇ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ସୁକୁମାରୀ ଧରୁଆ, ଭୁବନ ନାଏକ, ଅଭିମନ୍ୟୁ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ମଞ୍ଚ ପରିଚାଳନା କରିଥିଲେ ଯଥା ବିଶ୍ୱାଳ l ଏହି ସଂଘ 2007 ମସିହାରୁ ସରକାରୀ ତାଲିକାଭୁକ୍ତ ହୋଇ କାର୍ଯ୍ୟ କରୁଥିଲେ ସୁଦ୍ଧା ଆଶାନୁରୂପକ ସଫଳତା ପାଇ ପାରିନଥିଲା l ସାଂସଦ ନିରଞ୍ଜନ ବିଶି ବିଗତ ପଂଚାୟତ ନିର୍ବାଚନ ରେ ଆଦିବାସୀ ପ୍ରତିନିଧିତ୍ୱ ମନାକରି ନିଜେ ସାଂସଦ ପଦରେ ବିଜେଡି ଦଳରୁ ମନୋନୀତ ହୋଇ ଆଦିବାସୀ ଙ୍କୁ ଧୋକା ଦେଇଥିବା ସୂଚନା ଦେଇଥିଲେ l ଆଗାମୀ ଦିନରେ ଶ୍ରୀ ସତ୍ୟ ଭୋଇଙ୍କ ନେତୃତ୍ୱରେ ଆଦିବାସୀ ଙ୍କ ସମସ୍ୟା ଯାହାକି ଜମି, ଜଙ୍ଗଲ ସୁରକ୍ଷା, ପାଣି, ଶିକ୍ଷା ର ସମାଧାନ ପାଇଁ ବୈଠକ ରେ ଦାବୀ କରାଯାଇଥିଲା l ସୂଚନା ରୁ ପ୍ରକାଶ ଯେ ଗତ ସପ୍ତାହରେ ଶ୍ୟାମସୁନ୍ଦର ଭୋଇଙ୍କୁ ଆଦିବାସୀ କଲ୍ୟାଣ ସଂଘ ର ସଭାପତି ଭାବେ ସାଂସଦ ଶ୍ରୀ ବିଶିଙ୍କ ଉପସ୍ଥିତି ରେ ମନୋନୀତ କରାଯିବା ବେଳେ ରବିବାର ଦିନ ତାଙ୍କୁ ବଲାଙ୍ଗୀର ଠାରେ ସମ୍ବର୍ଦ୍ଧନା ଦିଆଗଲା l ଅନ୍ୟ ପକ୍ଷରେ ସତ୍ୟ ନାରାୟଣ ଭୋଇ ଙ୍କୁ ଲୋଇସିଂହା ଅଗ୍ରେସନ ଭବନ ଠାରେ ଆଦିବାସୀ କଲ୍ୟାଣ ସଂଘ ର କେତେକ ଗୋଷ୍ଠୀ ଦ୍ୱାରା ସମ୍ବର୍ଦ୍ଧନା ଦିଆଗଲା l ଏହାକୁ ନେଇ ଲୋକଙ୍କ ମନରେ ପ୍ରକୃତ ସଭାପତି କିଏ ବୋଲି ପ୍ରଶ୍ନ ଉଠିଛି l ଏ ବିଷୟରେ ଶ୍ରୀ ସତ୍ୟ ନାରାୟଣ ଭୋଇ ଙ୍କୁ ପ୍ରଶ୍ନ ପଚାରିବାରୁ ମୁଁ ଗଣତ୍ରାନ୍ତିକ ଭାବେ ନିର୍ବାଚିତ ହୋଇଛି ହେଲେ ଶ୍ରୀ ଶ୍ୟାମସୁନ୍ଦର ଭୋଇ ଗଣତ୍ରାନ୍ତିକ ଭାବେ ନିର୍ବାଚିତ ହୋଇନାହାନ୍ତି l ଏ ବାବଦରେ ଶ୍ୟାମସୁନ୍ଦର ଭୋଇ ଙ୍କୁ ପଚାରି ବୁଝିବାରୁ ତାର ବିପରୀତ କଥା କହିଥିଲେ l ପ୍ରକୃତ ରେ ଆଦିବାସୀ କଲ୍ୟାଣ ସଂଘ ର ସଭାପତି ପଦ କିଏ ଅକ୍ତିଆର କରିବ ତାହା ଆଗାମୀ ଦିନରେ ସ୍ପଷ୍ଟ ହେବ l ଉକ୍ତ ସଭାରେ ବ୍ଲକ ବିଜେଡି ସଭାପତି ହୃଦାନନ୍ଦ ବେହେରା ଓ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ସତ୍ୟ ନାରାୟଣ ଭୋଇ ଙ୍କୁ ଫୁଲମାଳ ଦେଇ ସମ୍ମାନିତ କରିଥିବାରୁ ଲୋକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like