-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲକୁ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ପରିଦର୍ଶନ

25-Jul-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ା. ରାଧାକାନ୍ତ ଗଡତିଆ ପରିଦର୍ଶନ କରିଛନ୍ତି । ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସ୍କୁଲ ହାଉସ ଫର୍ମେସନ୍ ସଭାରେ ଡ଼ା ଗଡତିଆ ଛାତ୍ରଛାତ୍ରୀ ମାନଙ୍କୁ ଭଲ ପାଠ ଅଭ୍ୟାସ କରିବା ସହିତ 5T ମାଧ୍ୟମରେ ଯୋଗାଇ ଦିଆଯାଉଥିବା  ସ୍ମାର୍ଟ କ୍ଲାସରୁ ଶିକ୍ଷା ଗ୍ରହଣ, 

ଇ-ଲାଇବ୍ରେରୀ, ବିଜ୍ଞାନାଗାରର ସଦୁପଯୋଗ ଭଳି  ବିଭିନ୍ନ ଆଧୁନିକ ବ୍ୟବସ୍ଥାକୁ ସଦୁପଯୋଗ କରିବାକୁ  ମାର୍ଗଦର୍ଶନ କରିଥିଲେ। ନବମ ଏବଂ ଦଶମ ଶ୍ରଣୀର ସମସ୍ତ ଛାତ୍ରଛାତ୍ରୀଙ୍କୁ 

 ଗଙ୍ଗା, ଗୋଦାବରୀ, ବ୍ରହ୍ମପୁତ୍ର ଓ ମହାନଦୀ ନାମରେ ଚାରିଗୋଟି ହାଉସ ରେ ଭାଗ କରି ଆଗାମୀ ଦିନରେ ଶିକ୍ଷା ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ କରିବାକୁ ବିଧିବଦ୍ଧ ଯୋଜନା ପ୍ରସ୍ତୁତ କରାଯାଇଛି। ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ କାର୍ଯକ୍ରମ କୁ ସଂଯୋଜନ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଓ ଶିକ୍ଷା କର୍ମଚାରୀବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like