-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ଝିଅ ର ର ଗଳା ଚିପି ହତ୍ୟା କଲା ବାପା

25-Jul-2023



ନୂଆପଡା(ବୋଲେଶ୍ଵର  ବାଗ ): ନୂଆପଡା ଜିଲ୍ଲା ଧରମ ବନ୍ଧା ଥାନା କେନ୍ଦୁ ବହାରା ଗାଁ ରେ ଘଟିଛି ଅଭାବନୀୟ ଘଟଣା।ଝିଅ ର ଗଳା ଚିପି ହତ୍ୟା କଲା ବାପା। ହତ୍ୟା କାରି ବାପା ଥାନା ରେ ଅଟକ। କାଲି ସନ୍ଧ୍ୟା ରେ ଗଜାନନ ମାଝୀ ଓ ତାଙ୍କ ସ୍ତ୍ରୀ ଗୋପପୁରୀ ମାଝୀଙ୍କ ମଧ୍ୟ ରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ବାପା ଓ ମାଆଙ୍କ ଏହି ଝଗଡ଼ା ବନ୍ଦ ପାଇଁ ୧୩ ବର୍ଷର ଝିଅ ଯାଇଥିବା ବେଳେ ତାକୁ ବାପା ଗଜାନନ ଗଳା ଚିପି ହାତ୍ୟା କରିଥିଲା। ଘଟଣା ସ୍ଥଳରୁ ପୋଲିସ ଗଜାନନକୁ ଆଣି ଥାନା ରେ ଅଟକ ରଖି ତଦନ୍ତ କରୁଛି l

ଗଜାନନ ମାଝୀ ମଦ୍ୟପାନ କରି ନିଜ ସ୍ତ୍ରୀ କୁ ଟଙ୍କା ମାଗୁଥିଲେ। ଏହି ସମୟ ରେ ଝିଅ ଯାଇ ନିଜ ବାପାଙ୍କୁ ଝଗଡ଼ା ନ ଲାଗିବା ପାଇଁ କହିଥିଲା। ଝିଅ କୁ ଗଜାନନ ଗଳା ଚିପି ହତ୍ୟା କରିଥିଲା ବୋଲି ଧରମ ବନ୍ଧା ଆଇ ଆଇ ସି ବିନୋଦ ବିହାରୀ ସେଠୀ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like